Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BENGAL ELECTION: ମୋଦିଙ୍କ ଫଟୋକୁ ନେଇ ନିର୍ବାଚନ କମିଶନରଙ୍କ ନିକଟରେ ଅଭିଯୋଗ କଲା ଟିଏମସି
ଆଜିର ଖବର

BENGAL ELECTION: ମୋଦିଙ୍କ ଫଟୋକୁ ନେଇ ନିର୍ବାଚନ କମିଶନରଙ୍କ ନିକଟରେ ଅଭିଯୋଗ କଲା ଟିଏମସି

March 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Kolkata: West Bengal Chief Minister and Trinamool Congress (TMC) supremo Mamata Banerjee addresses a press conference after chairing a party meeting, at TMC Bhawan in Kolkata on Dec 20, 2019. (Photo: IANS)

କୋଲକାତା, ନିର୍ବାଚନ ଯେତିକି ପାଖଉଛି, ପଶ୍ଚିମ ବଂଗ ନିର୍ବାଚନ ସେତିକି ସରଗରମ ହେଉଛି। ଆଜି ନିର୍ବାଚନ କମିଶନରଙ୍କ ନିକଟରେ ମୋଦିଙ୍କ ଫଟୋକୁ ନେଇ ଅଭିଯୋଗ କରିଛି ତୃଣମୂଳ କଂଗ୍ରେସ। ଦଳ କହିଛି ଯେ, ବର୍ତ୍ତମାନ କୋଭିଡ ଟୀକା ଦେବା ପରେ ଏକ ଡିଜିଟାଲ ପ୍ରମାଣ ପତ୍ର ଦିଆଯାଉଛି। ଏହି ପ୍ରମାଣ ପତ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ରହିଛି। ବର୍ତ୍ତମାନ ରାଜ୍ୟରେ ନିର୍ବାଚନ ଆଚରଣ ବିଧି ଲାଗୁ ହେଉଥିବାରୁ ଏହାକୁ ବନ୍ଦ କରାଯାଉ ବୋଲି ଦଳ ଅଭିଯୋଗ କରିଛି।

ଟିଏମସର ଏକ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ ଅଧିକାରଙ୍କ ନିକଟରେ ଏହି ଅଭିଯୋଗ କରିଛନ୍ତି। ବର୍ତ୍ତମାନ ପଶ୍ଚିମବଂଗରେ ଆଠଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ସେଥିପାଇଁ ଭାରତ ନିର୍ବାଚନ କମିଶନର ତାରିଖ ଘୋଷଣା କରିସାରିଛନ୍ତି। ସେହିଦିନଠାରୁ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଛି। ଏପରି କ୍ଷେତ୍ରରେ ମୋଦିଙ୍କ ଫଟୋ କିପରି ବ୍ୟବହାର କରାଯାଉଛି ବୋଲି ଟିଏମସି ଅଭିଯୋଗ କରିଛି।

ପଶ୍ଚିମବଂଗ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Latest News

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026

ଗୋଷ୍ଠୀ ସଂଘର୍ଷରେ ଏକାଧିକ ଆହତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.