Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାମରା ରେଳପଥରେ କଟି ଯୁବକ ମୃତ: ବାଂଶଡା ପୁଲିସ୍‌ର ତଦନ୍ତ ଆରମ୍ଭ
ଆଜିର ଖବର

ଧାମରା ରେଳପଥରେ କଟି ଯୁବକ ମୃତ: ବାଂଶଡା ପୁଲିସ୍‌ର ତଦନ୍ତ ଆରମ୍ଭ

March 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭଦ୍ରକ: ଭଦ୍ରକ ଜିଲ୍ଲାର ଧାମରା ରେଳପଥ ବାଂଶଡା ରେଳବ୍ରିଜ୍‌ରେ କଟି ଜଣେ ଯୁବକର ମୃତ୍ୟୁ ହୋଇଛି। ତେବେ ମୃତ ଯୁବକ ହେଉଛନ୍ତି ଚାନ୍ଦବାଲି ବ୍ଲକ୍ ନୂଆଗାଁ ପଂଚାୟତ ଅଧୀନସ୍ଥ ଇଚ୍ଛାପୁର ଗ୍ରାମର କିଣୁ ବେହେରାଙ୍କ ପୁତ୍ର କାଳିଆ। ଯାହା ଜଣାଯାଏ ପାରିବାରିକ କଳହ ଯୋଗୁଁ ଗତକାଲି ରାତିରେ କାଳିଆ ଉକ୍ତ ଟ୍ରେନ୍ ଲାଇନ୍‌ରେ ଆତ୍ମହତ୍ୟା କରିଥିଲା।

ପରିବାର ଲୋକେ ତାକୁ ରାତିରେ ବହୁ ଖୋଜାଖୋଜି କରି ପାଇନଥିବାବେଳେ ପରେ ତାଙ୍କର ମୃତଦେହକୁ ଧାମରା ରେଳପଥ ବାଂଶଡା ରେଳବ୍ରିଜ୍ ନିକଟରୁ ଉଦ୍ଧାର କରାଯାଇଛି। ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ବାଂଶଡା ଥାନା ପୁଲିସ୍ ଘଟଣାସ୍ଥଳରେ ପହଂଚି ଶବକୁ ଜବତ କରିବା ସହ ଅଧିକ ତଦନ୍ତ ଆରମ୍ଭ କରିଛି।

ଯୁବକର ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ OTTରେ ଧମାକା କରିବ କାଜୋଲଙ୍କ ଫିଲ୍ମ ‘ମା’, ଜାଣନ୍ତୁ କେବେ ଏବଂ କେଉଁଠି ଦେଖିପାରିବେ?

August 21, 2025

କ୍ୟାପିଟାଲ ରିଜନ ରିଙ୍ଗ ରୋଡ ମଞ୍ଜୁର କରାଯାଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

August 21, 2025

ଦୁର୍ବଳ ହେଲା ସୃଷ୍ଟ ଲଘୁଚାପ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା

August 21, 2025

ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ବି ସୁଦର୍ଶନ ରେଡ୍ଡୀ

August 21, 2025
Latest News

ଏବେ OTTରେ ଧମାକା କରିବ କାଜୋଲଙ୍କ ଫିଲ୍ମ ‘ମା’, ଜାଣନ୍ତୁ କେବେ ଏବଂ କେଉଁଠି ଦେଖିପାରିବେ?

August 21, 2025

କ୍ୟାପିଟାଲ ରିଜନ ରିଙ୍ଗ ରୋଡ ମଞ୍ଜୁର କରାଯାଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

August 21, 2025

ଦୁର୍ବଳ ହେଲା ସୃଷ୍ଟ ଲଘୁଚାପ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା

August 21, 2025

ଭାରତକୁ ଶତ୍ରୁ ପରି ବ୍ୟବହାର କରିବା ରଣନୈତିକ ଭୁଲ’: ଟ୍ରମ୍ଫଙ୍କୁ ଭର୍ତ୍ସନା କଲେ ନିକି ହେଲି

August 21, 2025

ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ବି ସୁଦର୍ଶନ ରେଡ୍ଡୀ

August 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.