Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୪ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୪ ଜଣ କରୋନା ଆକ୍ରାନ୍ତ

March 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୨, ସୁନ୍ଦରଗଡରୁ ୧୧, ବରଗଡରୁ ୬, ବଲାଙ୍ଗୀରିରୁ ୬, ବୌଦ୍ଧରୁ ୩, ଦେବଗଡ଼ରୁ ୩, ଯାଜପୁରରୁ ୩, ସୋନପୁରରୁ ୩, ବାଲେଶ୍ବରରୁ ୨, କଟକରୁ ୨, ଖୋର୍ଦ୍ଧାରୁ ୨, ମୟୂରଭଞ୍ଜରୁ ୨, ନବରଙ୍ଗପୁରରୁ ୨, ପୁରୀରୁ ୨, ଅନୁଗୁଳରୁ ୧, ଗଜପତିରୁ ୧, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧ ଏବଂ ରାୟଗଡାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୭୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୪୪୮ କୁ ବୃଦ୍ଧି ହୋଇଛି। ତେବେ ୭୧୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ମନ୍ତ୍ରାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲୀଙ୍କ ୧୦୩ ବର୍ଷ ବୟସରେ ପରଲୋକ

July 25, 2026

୧୨ ଘଣ୍ଟା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନଷ୍ଟାଗ୍ରାମରେ ଫଲୋଅର୍ସ ସଂଖ୍ୟା ୧୧ ଲକ୍ଷକୁ ବୃଦ୍ଧି

July 25, 2026

ଆଜି ଜୁଲାଇ ୨୫ ତାରିଖ ଶନିବାରରେ ଏହି ଚାରୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

July 25, 2026

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026
Latest News

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲୀଙ୍କ ୧୦୩ ବର୍ଷ ବୟସରେ ପରଲୋକ

July 25, 2026

୧୨ ଘଣ୍ଟା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନଷ୍ଟାଗ୍ରାମରେ ଫଲୋଅର୍ସ ସଂଖ୍ୟା ୧୧ ଲକ୍ଷକୁ ବୃଦ୍ଧି

July 25, 2026

ଆଜି ଜୁଲାଇ ୨୫ ତାରିଖ ଶନିବାରରେ ଏହି ଚାରୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

July 25, 2026

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.