ଏହି ରାଶିଗୁଡିକ ମଧ୍ୟରୁ ଆପଣଙ୍କର କେଉଁ ରାଶି, ଜାଣନ୍ତୁ ଗୁରୁବାରର ରାଶିଫଳ

Published: Mar 3, 2021, 11:52 pm IST

ମିଥୁନ-ବ୍ୟବସାୟରେ ବ୍ୟସ୍ତ ରହିବେ । ସାମାଜିକ ସ୍ତରରେ ସମ୍ମାନ ମିଳିବ । କଠିନ ପରିଶ୍ରମ ସହିତ ଟଙ୍କା ରୋଜଗାର କରିବେ । ଗତ କିଛି ଦିନ ଧରି ଥିବା ଅସମ୍ପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ନୂତନ ଚୁକ୍ତିନାମା କିମ୍ବା ନୂତନ ସମ୍ପର୍କ ଗଠନ ହେବାର ସମ୍ଭାବନା ଅଛି । ସମୟ ଭଲ ଅଟେ ।

କର୍କଟ-  ଦୈନ୍ୟନ୍ଦିନ କାର୍ଯ୍ୟଗୁଡିକ କିଛି ବିପଦ ବହନ କରିପାରେ । ଚାକିରିରେ ସମସ୍ୟା ହୋଇପାରେ । ଯଦି ଆପଣ ଜିଦି କରନ୍ତି ତେବେ, କାହା ସହିତ ବିବାଦ ହେବାର ସମ୍ଭାବନା ଅଛି । ଅଧିକ ଚିନ୍ତାରେ ସମୟ ନଷ୍ଟ କରନ୍ତୁ ନାହିଁ । ହଠାତ୍ ଆପଣ ଅସୁବିଧା ମଧ୍ୟ ବଢିପାରେ । କାର୍ଯ୍ୟରେ ବାଧା ଯୋଗୁଁ ଆପଣଙ୍କ ମନୋବଳ ବିଚଳିତ ହୋଇପାରେ ।

ସିଂହ- ଆପଣଙ୍କର ଜୀବନରେ କିଛି ପରିବର୍ତ୍ତନ କରିବାକୁ ପଡିପାରେ । ପରିବାର ସାହାଯ୍ୟ ମିଳିବ । ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ । କାର୍ଯ୍ୟ ସମାପ୍ତ ହୋଇପାରିବ । ବନ୍ଧୁଙ୍କ ସମ୍ପର୍କ ବିଷୟରେ ଆପଣ ଟିକିଏ ସଚେତନ ହେବା ଉଚିତ୍ ।

Related posts