Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ଦ୍ଦାନ୍ତ ଅପରାଧୀ ଅଜୟ ପାଠକ ଗିରଫ
ଆଜିର ଖବର

ଦୁର୍ଦ୍ଦାନ୍ତ ଅପରାଧୀ ଅଜୟ ପାଠକ ଗିରଫ

March 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଝାରସୁଗୁଡା: ଝାରସୁଗୁଡା ପୋଲିସ ଝାରପଡା ଜେଲରେ ଥିବ ଦୁର୍ଦ୍ଦାନ୍ତ ଅପରାଧୀ ସୋନୁଘୋଷର ଅନ୍ୟତମ ସହଯୋଗୀ ଅଜୟ ପାଠକକୁ ଗିରଫ କରିଛି। ସୋନୁ ସହ ମିଶି ଅନେକ ଅପରାଧ ଘଟାଇଥିବା ଅଜୟର ଗତିବିଧିକୁ ପୋଲିସ କିଛିଦିନରୁ ଲକ୍ଷ୍ୟ ରଖିବା ପରେ ତାଘରେ ଗତରାତିରେ ଅଚାନକ ଚଢାଉ କରି ଏକ ବେଆଇନ୍ ଦେଶୀ ବନ୍ଧୁକ ସହ ୩ ରାଉଣ୍ଡ ଜୀବନ୍ତ ଗୁଳି ଜବତ କରି ଆଜି ଗିରଫ କରି କୋର୍ଟ ଚାଲାଣ କରିଛି।

ଝାରସୁଗୁଡା ଏସପି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୁଚନା ଦେବା ସମୟରେ ଅଜୟ ନାଁରେ ବ୍ରଜରାଜନଗର ଥାନାରେ ପୁର୍ବରୁ ଦୁଇଟି ଅପରାଧିକ ମାମଲା ରହିଥିବା ବେଳେ ସେ ରାଜ୍ୟର ଅନ୍ୟ ଥାନା ସହ ପଡୋଶୀ ଝାଡଖଣ୍ଡରେ ଅନେକ ମାମଲାରେ ସଂପ୍ରୁକ୍ତ ଥିବା ସୁଚନା ଦେଇଥିଲେ।

ଗିରଫ ଝାରପଡା ଜେଲ ଦୁର୍ଦ୍ଦାନ୍ତ ଅପରାଧୀ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.