Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗରେ ନିର୍ବାଚନ ନ ଲଢ଼ି ମମତାଙ୍କୁ ସମର୍ଥନ କରିବ ଶିବସେନା
ଆଜିର ଖବର

ପଶ୍ଚିମବଙ୍ଗରେ ନିର୍ବାଚନ ନ ଲଢ଼ି ମମତାଙ୍କୁ ସମର୍ଥନ କରିବ ଶିବସେନା

March 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଶିବସେନା ମୁଖପାତ୍ର ସଂଜୟ ରାଉତ ଗୁରୁତବାର ଦିନ ସ୍ପଷ୍ଟ କରିଛନ୍ତି ଯେ, ସେ ପଶ୍ଚିମବଙ୍ଗ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ ନାହିଁ। କିନ୍ତୁ ରାଜ୍ୟରେ ମମତା ବାନାର୍ଜୀଙ୍କୁ ସମର୍ଥନ କରିବେ। ସେ କହିଛନ୍ତି ଯେ, ଶିବସେନା ପଶ୍ଚିମବଙ୍ଗରେ ନିର୍ବାଚନ ଲଢ଼ିବ କି ନାହିଁ ତାହା ଜାଣିବାକୁ ଲୋକମାନେ ଆଗ୍ରହୀ। କିନ୍ତୁ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଦଳ ନିଷ୍ପତି ନେଇଛି ଯେ ଆମେ ନିର୍ବାଚନ ଲଢ଼ିବୁ ନାହିଁ। ପଶ୍ଚିମବଙ୍ଗରେ ମମତା ଦିଦିଙ୍କ ସହ ଛିଡ଼ା ହେବେ।

ସଂଜୟ ରାଉତ କହିଛନ୍ତି ଯେ, ମମତା ବାନାର୍ଜୀଙ୍କ କୌଣସି ପ୍ରାର୍ଥୀଙ୍କ ବିରୁଦ୍ଧରେ ନିର୍ବାଚନ ଲଢ଼ିବା ଆମର ଉଦ୍ଦେଶ୍ୟ ନୁହେଁ। ସେ କେନ୍ଦ୍ରରେ ମୋଦି ସରକାରଙ୍କୁ ଆକ୍ରମଣ କରି କହିଛନ୍ତି ଯେ, ମମତା ବାନାର୍ଜୀଙ୍କ ବିରୁଦ୍ଧରେ ସମସ୍ ପ୍ରକାର ଅର୍ଥ, ଶକ୍ତି ଏବଂ ଗଣମାଧ୍ୟମ ବ୍ୟବହାର କରାଯାଉଛି। ତେଣୁ ଶିବସେନା ମମତା ବାନାର୍ଜୀଙ୍କୁ ସମର୍ଥନ କରିବାକୁ ନିଷ୍ପତି ନେଇଛନ୍ତି। ସେ କହିଛନ୍ତି ଯେ, ମମତା ବାନାର୍ଜୀଙ୍କ ବିଜୟ ପାଇଁ ସେ ପ୍ରାର୍ଥନା କରିବେ।

ବାନାର୍ଜୀ ହେଉଛି ପଶ୍ଚିମବଙ୍ଗର ପ୍ରକୃତ ବାଘ। ଏହା ପୂର୍ବରୁ ଜାନୁଆରୀ ମାସରେ ସେ ଘୋଷଣା କରିଥିଲେ ଯେ, ତାଙ୍କ ଦଳ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବ, କିନ୍ତୁ ବର୍ତ୍ତମାନ ଦଳ ସ୍ପଷ୍ଟ କରିଛି ଯେ ପଶ୍ଚିମବଙ୍ଗରେ ପ୍ରତିଦ୍ୱନ୍ଦିତା କରିବ ନାହିଁ।

ପଶ୍ଚିମବଙ୍ଗ ନିର୍ବାଚନ ଶିବସେନା
Share. Facebook Twitter LinkedIn Email WhatsApp Copy Link

Related Posts

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026

ଶଶୁର ଉପରକୁ ଗରମ ତେଲ ଫିଙ୍ଗିଲା ବୋହୁ

May 18, 2026
Latest News

ରାଶିଫଳ: ମେ ୧୯ ତାରିଖ ମଙ୍ଗଳବାର ଦିନ ଏହି ରାଶିର ଲୋକ ପାଇବେ ଖୁସି ଖବର

May 19, 2026

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରୱେର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

May 18, 2026

ସ୍ୱିଡେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.