Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନେକ ବିଧାୟକ ଏବଂ ମନ୍ତ୍ରୀଙ୍କ ଟିକେଟ କାଟିଲେ ମମତା ବାନାର୍ଜୀ
ଆଜିର ଖବର

ଅନେକ ବିଧାୟକ ଏବଂ ମନ୍ତ୍ରୀଙ୍କ ଟିକେଟ କାଟିଲେ ମମତା ବାନାର୍ଜୀ

March 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କଲିକତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ମମତା ବାନାର୍ଜୀ ୨୯୪ ମଧ୍ୟରୁ ୨୯୧ ଜଣ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏଥର ସେ ବହୁ ବରିଷ୍ଠ ମନ୍ତ୍ରୀଙ୍କ ଟିକେଟ୍ କାଟିଛନ୍ତି । ଏଥର ସେ ଜିଏସଟି ପରିଷଦର ସଭାପତି ତଥା ରାଜ୍ୟ ଅର୍ଥ ଓ ଶିଳ୍ପ ମନ୍ତ୍ରୀ ଅମିତ ମିତ୍ରଙ୍କୁ ପ୍ରାର୍ଥୀ ତାଲିକାରୁ ବାଦ ଦେଇଛନ୍ତି।

ଏଥିପାଇଁ ମମତା ସ୍ପଷ୍ଟ କରିଛନ୍ତି ଯେ, ୮୦ ବର୍ଷରୁ ଅଧିକ ପ୍ରାର୍ଥୀଙ୍କୁ ଏଥର ଟିକେଟ ଦିଆଯାଇନାହିଁ। ପ୍ରାର୍ଥୀ ତାଲିକାରେ ମନ୍ତ୍ରୀ ପୂର୍ଣ୍ଣେନ୍ଦୁ ବସୁଙ୍କ ନାମ ମଧ୍ୟ ନାହିଁ। ଜୋଡ଼ାସାଙ୍କୁର ବିଧାୟକ ସ୍ମିତା ବକ୍ସିଙ୍କୁ ମଧ୍ୟ ଟିକେଟରୁ ବାଦ୍ ଦିଆଯାଇଛି ଏବଂ ଏକ ପ୍ରସିଦ୍ଧ ହିନ୍ଦୀ ଦୈନିକ ଖବର କାଗଜର ମାଲିକ ବିବେକ ଗୁପ୍ତାଙ୍କୁ ପ୍ରାର୍ଥୀ କରାଯାଇଛି।

ପ୍ରାର୍ଥୀ ତାଲିକା ଘୋଷଣା ସମୟରେ ମମତା ବାନାର୍ଜୀ କହିଛନ୍ତି ଯେ, ପଶ୍ଚିମବଙ୍ଗର ଅନ୍ୟ ରାଜ୍ୟମାନଙ୍କ ପରି ବିଧାନ ପରିଷଦ ବର୍ତ୍ତମାନ ସାମ୍ବିଧାନିକ ନିୟମ ଅନୁଯାୟୀ ଗଠିତ ହେବ। ଯେଉଁଥିରେ ଟିକେଟ କଟାଯାଇଥିବା ରାଜ୍ୟମନ୍ତ୍ରୀମାନେ ମଧ୍ୟ ସାମିଲ ହେବେ। ତୃଣମୂଳର ବରିଷ୍ଠ ବିଧାୟକ ଜଟୁ ଲାହିରଙ୍କ ମଧ୍ୟ ଟିକେଟ ମିଳିନାହିଁ। ୫୦ରୁ ଅଧିକ ତୃଣମୂଳ କଂଗ୍ରେସ ବିଧାୟକଙ୍କୁ ଏଥର ଟିକେଟ ଦିଆଯାଇନାହିଁ। ବିଜେପି ନେତା ଶୋଭନ ଚାଟାର୍ଜୀଙ୍କ ପତ୍ନୀ ରତ୍ନା ଚାଟାର୍ଜୀଙ୍କୁ ମଧ୍ୟ ତୃଣମୂଳ ଟିକେଟ ଦିଆଯାଇଛି।

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ମମତା ବାନାର୍ଜୀ
Share. Facebook Twitter LinkedIn Email WhatsApp Copy Link

Related Posts

ସିଏନଜି ଭର୍ତ୍ତି ବେଳେ ବିସ୍ଫୋରଣ: ସମ୍ପୂର୍ଣ୍ଣ ଚୂରମାର୍ ହେଲା କାର୍

October 3, 2026

କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ: ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନକୁ ଚଟାଇଲା ଧୁଳି

October 3, 2026

ଏସୀୟ କ୍ରୀଡାରେ ଆଉ ଏକ ବଡ ସଫଳତା: ଗଲ୍ଫରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ପ୍ରଣବୀ

October 3, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026
Latest News

ସିଏନଜି ଭର୍ତ୍ତି ବେଳେ ବିସ୍ଫୋରଣ: ସମ୍ପୂର୍ଣ୍ଣ ଚୂରମାର୍ ହେଲା କାର୍

October 3, 2026

କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ: ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନକୁ ଚଟାଇଲା ଧୁଳି

October 3, 2026

ଏସୀୟ କ୍ରୀଡାରେ ଆଉ ଏକ ବଡ ସଫଳତା: ଗଲ୍ଫରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ପ୍ରଣବୀ

October 3, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026

TiECon Bhubaneswar: ଅକ୍ଟୋବର ୩୦ରୁ ଅନୁଷ୍ଠିତ ହେବ ଉଦ୍ୟୋଗପତି ସମ୍ମିଳନୀ ‘ଟାଇକନ ଭୁବନେଶ୍ୱର ୨୦୨୬’

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.