Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନ ଇସ୍ତାହାର ନେଇ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ
ଆଜିର ଖବର

ନିର୍ବାଚନ ଇସ୍ତାହାର ନେଇ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି କଂଗ୍ରେସ ନିର୍ବାଚନ ଇସ୍ତାହାର ନେଇ ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି କେନ୍ଦ୍ରୀୟ ନେତା ପ୍ରିୟଙ୍କା ଚତୁର୍ବେଦୀ। କ୍ଷମତାକୁ ଆସିଲେ ବର୍ଷକୁ ୭୨ ହଜାରର ଗ୍ୟାରେଣ୍ଟି ଦେବା ସହ ଋଣ ନସୁଝିଲେ ଚାଷୀଙ୍କୁ ଯିବାକୁ ପଡିବନି ଜେଲ ଓ ୨୨ଲକ୍ଷ ସରକାରୀ ନିଯୁକ୍ତି ଦେବାକୁ ପ୍ରତିଶ୍ରୁତି ଦେଇଥିଲା କଂଗ୍ରେସ। ନିଶ୍ଚିତ ରୋଜଗାର ଆୟ ସହ ଗରିବ ହଟାଇବା ଦିଗରେ ଏହି ନିର୍ବାଚନୀ ଇସ୍ତାହାରରେ ବେଶ୍‌ ଗୁରୁତ୍ବ ଦିଆଯାଇଛି। ଏଥିସହ ଆସନ୍ତାକାଲି ଓଡିଶା କଂଗ୍ରେସ ତାର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିପାରେ। ଏଥିପାଇଁ ଛତିଶଗଡ ଢାଂଚାରେ ଲୋକଙ୍କ ମତାମତ ଲୋଡାଯାଇଥିଲା। କ୍ଷମତାକୁ ଆସିଲେ କଂଗ୍ରେସ କୃଷକଙ୍କ ଋଣଛାଡ କରିବ ବୋଲି ସୂଚନା ଦେଇଥିଲେ ପିସିସି ସଭାପତି। କଂଗ୍ରେସ ଘୋଷଣାପତ୍ରରେ ଏହାକୁ ପ୍ରାଥମିକତା ଦେଇପାରେ। ସେପଟେ ଲୋକସଭା ନିର୍ବାଚନ ପାଇଁ ମିଶନ ଦକ୍ଷିଣରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏଥର କେରଳର ୱାଇନାଡ ଲୋକସଭା ଆସନରୁ ନିର୍ବାଚନ ଲଢୁଛନ୍ତି। ଏଥିପାଇଁ ୱାଇନାଡରେ ପହଂଚି ନାମାଙ୍କନ ଦାଖଲ କରିଛନ୍ତି ରାହୁଲ।

( ମୋବାଇଲରେ ଫଟାଫଟ ଖବର ଜାଣିବା ପାଇଁ ପ୍ଲେ ଷ୍ଟୋରରୁ ଡାଉନ ଲୋଡ କରନ୍ତୁ  sankhipta , ଡାଉନଲୋଡ ପରେ ସ୍କ୍ରିନକୁ ଟିପରେ ତଳୁ ଉପରକୁ ଘଷି ପଢନ୍ତୁ ଖବର ପରେ ଖବର )

Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ମହଙ୍ଗା ହେଲା ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 16, 2025

ସଫା ରାସ୍ତା ଠାରୁ ଦ୍ରୁତ ମେଟ୍ରୋ ପର୍ଯ୍ୟନ୍ତ – ସହର ବିକାଶ ଉପରେ ଲେଖା ଶେୟାର କଲେ ପ୍ରଧାନମନ୍ତ୍ରୀ

September 16, 2025

ବାବା ପିଲା ଗଣେଶ ପୂଜା ମହୋତ୍ସବରେ ଯୋଗଦେଲେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ

September 16, 2025

ଏବେ ATM କୁ ଦୌଡ଼ିବାର ଆବଶ୍ୟକତା ନାହିଁ, ଗୋଟିଏ ସ୍କାନରେ ମିଳିବ ଟଙ୍କା, ଜାଣନ୍ତୁ କେମିତି?

September 16, 2025
Latest News

ପୁଣି ମହଙ୍ଗା ହେଲା ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 16, 2025

ସଫା ରାସ୍ତା ଠାରୁ ଦ୍ରୁତ ମେଟ୍ରୋ ପର୍ଯ୍ୟନ୍ତ – ସହର ବିକାଶ ଉପରେ ଲେଖା ଶେୟାର କଲେ ପ୍ରଧାନମନ୍ତ୍ରୀ

September 16, 2025

ବାବା ପିଲା ଗଣେଶ ପୂଜା ମହୋତ୍ସବରେ ଯୋଗଦେଲେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ

September 16, 2025

ଏବେ ATM କୁ ଦୌଡ଼ିବାର ଆବଶ୍ୟକତା ନାହିଁ, ଗୋଟିଏ ସ୍କାନରେ ମିଳିବ ଟଙ୍କା, ଜାଣନ୍ତୁ କେମିତି?

September 16, 2025

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ୪୨ତମ ପ୍ରତିଷ୍ଠା ଦିବସରେ ଯୋଗ ଦେଲେ ରାଜ୍ୟପାଳ

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.