ସାବଧାନ, ରବିବାର ଦିନ ଏହି ରାଶିର ବ୍ୟକ୍ତି ମୂଲ୍ୟବାନ ଜିନିଷଗୁଡିକ ସୁରକ୍ଷିତ ରଖନ୍ତୁ

Published: Mar 7, 2021, 12:06 am IST

ମିଥୁନ: – ମୂଲ୍ୟବାନ ଜିନିଷକୁ ସୁରକ୍ଷିତ ରଖନ୍ତୁ। ଅପ୍ରତ୍ୟାଶିତ ଖର୍ଚ୍ଚ ଆସିବ। ଆର୍ଥିକ ପରିସ୍ଥିତି ଆହୁରି ଖରାପ ହୋଇପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ତତ୍ପର ହୁଅନ୍ତୁ ନାହିଁ। ବକ୍ତବ୍ୟର ନିୟନ୍ତ୍ରଣ କରନ୍ତୁ।

କର୍କଟ : – ଯେ କୈଣସି ବଡ ସମସ୍ୟାର ସମାଧାନ ସହଜ ହେବ। ବେକାରୀ ସମସ୍ୟା ଦୂର କରିବା ପାଇଁ ପ୍ରୟାସ ସଫଳ ହେବ। ବ୍ୟବସାୟ ଯାତ୍ରା ସଫଳ ହେବ। ବ୍ୟବସାୟ ବୃଦ୍ଧି ହେବାର ସମ୍ଭାବନା ଅଛି। ଭାଗ୍ୟ ଆପଣଙ୍କ ସହିତ ରହିବ।

Related posts