Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୱାୟନାଡ଼ରେ ନାମାଙ୍କନ ଭରିଲେ ରାହୁଲ ଗାନ୍ଧି
ଆଜିର ଖବର

ୱାୟନାଡ଼ରେ ନାମାଙ୍କନ ଭରିଲେ ରାହୁଲ ଗାନ୍ଧି

April 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
rahul gandhi nomination in waynad
rahul gandhi nomination in waynad

କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି କେରଳର ୱାୟନାଡ଼ ଲୋକସଭା ଆସନରୁ ଆଜି ନାମାଙ୍କନ ଭରିଛନ୍ତି। ନାମାଙ୍କନ ଭରିବା ବେଳେ ତାଙ୍କ ସହିତ ଭଉଣୀ ତଥା କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଉପସ୍ଥିତ ଥିଲେ। ଚଳିତ ଥର ରାହୁଲ ଗାନ୍ଧି ଉଭୟ ଉତ୍ତର ପ୍ରଦେଶର ଆମେଥି ଓ କେରଳର ୱାୟନାଡ ଆସନରୁ ନିର୍ବାଚନ ଲଢୁଛନ୍ତି। ନାମାଙ୍କନ ଭରିବା ପରେ ରାହୁଲ ରୋଡ଼ ଶୋ କରିଛନ୍ତି। ରାହୁଲଙ୍କ ବିରୋଧରେ ବେଲ୍ଲାପଲ୍ଲି ଏନଡିଏ ପ୍ରାର୍ଥୀ ହୋଇଥିବାବେଳେ ସିପିଆଇର ପିପି ସୁନିର ପ୍ରାର୍ଥୀ ହୋଇଛନ୍ତି। ଏପ୍ରିଲ ୨୩ରେ ୱାୟନାଡ଼ ଆସନ ପାଇଁ ମତଦାନ ହେବ। ତେବେ ରାହୁଲ୍‌ ଓ୍ବାୟନାଡରୁ ପ୍ରାର୍ଥୀ ହେବା ନେଇ ସିପିଆଇ(ଏମ୍‌) ଅସନ୍ତୁଷ୍ଟ ରହିଥିଲା। ଏହି ଅବସରରେ ରାହୁଲ୍‌ କହିଛନ୍ତି ଯେ, ସେ ଦୁଇଟି ସ୍ଥାନରୁ ପ୍ରାର୍ଥୀ ହୋଇ ଭାରତ ଗୋଟିଏ ବୋଲି ବାର୍ତ୍ତା ଦେବାକୁ ଚାହୁଁଛନ୍ତି। ସେଥିପାଇଁ ସେ ଉଭୟ ଦକ୍ଷିଣ ଭାରତ ଓ ଉତ୍ତର ଭାରତରୁ ପ୍ରାର୍ଥୀ ହୋଇଛନ୍ତି। ଅନ୍ୟପଟେ ରାହୁଲ ଗାନ୍ଧିଙ୍କୁ ସମାଲୋଚନା କରିଛନ୍ତି ସ୍ମୃତି ଇରାନୀ। ସେ ଆମେଥିକୁ ଧୋକା ଦେଇଛନ୍ତି। ଦୀର୍ଘ ବର୍ଷ ଧରି ସାଂସଦ ରହିବା ପରେ ଏବେ ରାହୁଲ ଗାନ୍ଧି ପଳାୟନପନ୍ଥୀ ସାଜିଛନ୍ତି ବୋଲି  ସ୍ମୃତି କହିଛନ୍ତି।

( ମୋବାଇଲରେ ଫଟାଫଟ ଖବର ଜାଣିବା ପାଇଁ ପ୍ଲେ ଷ୍ଟୋରରୁ ଡାଉନ ଲୋଡ କରନ୍ତୁ  sankhipta , ଡାଉନଲୋଡ ପରେ ସ୍କ୍ରିନକୁ ଟିପରେ ତଳୁ ଉପରକୁ ଘଷି ପଢନ୍ତୁ ଖବର ପରେ ଖବର )

Share. Facebook Twitter LinkedIn Email WhatsApp Copy Link

Related Posts

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Latest News

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.