Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

March 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୭୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୯୯୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୭ କୁ ବୃଦ୍ଧି ହୋଇଛି।

ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୬, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୨ ଜଣ, ଅନୁଗୁଳ ଜିଲ୍ଲାରୁ ୧୧ ଜଣ, ବରଗଡ ଜିଲ୍ଲାରୁ ଜଣେ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, କଟକ ଜିଲ୍ଲାରୁ ୩ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ଏବଂ ଷ୍ଟେଟ ପୁଲରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.