Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାର୍ଚ୍ଚ ୯ରେ ଶ୍ରୀମଦ୍ ଭଗବଦଗୀତା ଶ୍ଲୋକ ଉପରେ ପାଣ୍ଡୁଲିପି ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ମାର୍ଚ୍ଚ ୯ରେ ଶ୍ରୀମଦ୍ ଭଗବଦଗୀତା ଶ୍ଲୋକ ଉପରେ ପାଣ୍ଡୁଲିପି ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

March 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ମାର୍ଚ୍ଚ ୯ରେ ଶ୍ରୀମଦ୍ ଭଗବଦଗୀତା ଶ୍ଲୋକ ଉପରେ ପାଣ୍ଡୁଲିପି ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୯, ୨୦୨୧ରେ ନୂଆଦିଲ୍ଲୀର ଲୋକ କଲ୍ୟାଣ ମାର୍ଗଠାରେ ଶ୍ରୀମଦ୍ ଭଗବଦଗୀତା ଶ୍ଲୋକ ଉପରେ ୨୧ ଜଣ ବିଦ୍ଵାନଙ୍କ ବ୍ୟାଖ୍ୟା ସହିତ ୧୧ ଅଧ୍ୟାୟ ବିଶିଷ୍ଟ ପାଣ୍ଡୁଲିପି ଉନ୍ମୋଚନ କରିବେ । ଏହି ଅବସରରେ ଜମ୍ମୁ ଏବଂ କଶ୍ମୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଶ୍ରୀ ମନୋଜ ସିହ୍ନା ଏବଂ ଡକ୍ଟର କରଣ ସିଂ ମଧ୍ୟ ଉପସ୍ଥିତ ରହିବେ ।

ଶ୍ରୀମଦ୍ ଭଗବଦଗୀତା : ମୂଳ ହସ୍ତଲିପିରେ ବିରଳ ଏକାଧିକ ସଂସ୍କୃତ ବ୍ୟାଖ୍ୟା

ସାଧାରଣତଃ ଶ୍ରୀମଦ୍ ଭଗବଦଗୀତା ଗୋଟିଏ ବ୍ୟାଖ୍ୟା ସହିତ ପଢିବା ଲାଗି ଉପଲବ୍ଧ ହୋଇଥାଏ । ପ୍ରଥମ ଥର ପାଇଁ, ଶ୍ରୀମଦ୍ ଭଗବଦଗୀତା ସମ୍ପର୍କରେ ଏକ ବିସ୍ତୃତ ଏବଂ ତୁଳନାତ୍ମକ ଜ୍ଞାନ ହାସଲ କରିବା ଲାଗି ପ୍ରସିଦ୍ଧ ଭାରତୀୟ ବିଦ୍ଵାନମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଅନେକ ବ୍ୟାଖ୍ୟାଗୁଡିକୁ ସଂକଳିତ କରାଯାଇଛି । ଧର୍ମାର୍ଥ ଟ୍ରଷ୍ଟ ଦ୍ଵାରା ପ୍ରକାଶିତ ପାଣ୍ଡୁଲିପିରେ ଶଙ୍କର ଭାଷ୍ୟ ଠାରୁ ଭାସାନୁବାଦ ପର‌୍ୟ୍ୟନ୍ତ ଭାରତୀୟ ହସ୍ତଲିପିର ଅସାଧାରଣ ବିବିଧତା ଏବଂ ଅତି ସୂକ୍ଷ୍ମ ବିଶ୍ଳେଷଣ ଉଲ୍ଲେଖ କରାଯାଇଛି । ଡକ୍ଟର କରଣ ସିଂ ଜମ୍ମୁ ଏବଂ କଶ୍ମୀର ଧର୍ମାର୍ଥ ଟ୍ରଷ୍ଟର ଅଧ୍ୟକ୍ଷ ଟ୍ରଷ୍ଟି ଅଛନ୍ତି ।

ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

“ଆରଏସଏସ ହେଉଛି ଶୈତାନ, ବିଜେପି ଏହାର ଛାଇ…”: ସଂଘ ଉପରେ ବର୍ଷିଲେ କଂଗ୍ରେସ ନେତା

February 16, 2026

ଭାରତ ଠାରୁ ପାକିସ୍ତାନର ଲଜ୍ଜାଜନକ ପରାଜୟ ପରେ ଶାହିଦ ଆଫ୍ରିଦି କ୍ଷୁବ୍ଧ: ଜ୍ୱାଇଁ ଶାହିନଙ୍କୁ କଲେ ଭର୍ତ୍ସନା

February 16, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 16, 2026

ମ୍ୟାଚ୍ କେହି “ଜିତାଇ” ନାହାଁନ୍ତି, ବରଂ….: ପାକିସ୍ତାନକୁ ପରାସ୍ତ କରିବା ପରେ ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ବିବୃତ୍ତି

February 16, 2026
Latest News

“ଆରଏସଏସ ହେଉଛି ଶୈତାନ, ବିଜେପି ଏହାର ଛାଇ…”: ସଂଘ ଉପରେ ବର୍ଷିଲେ କଂଗ୍ରେସ ନେତା

February 16, 2026

ଭାରତ ଠାରୁ ପାକିସ୍ତାନର ଲଜ୍ଜାଜନକ ପରାଜୟ ପରେ ଶାହିଦ ଆଫ୍ରିଦି କ୍ଷୁବ୍ଧ: ଜ୍ୱାଇଁ ଶାହିନଙ୍କୁ କଲେ ଭର୍ତ୍ସନା

February 16, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 16, 2026

ମ୍ୟାଚ୍ କେହି “ଜିତାଇ” ନାହାଁନ୍ତି, ବରଂ….: ପାକିସ୍ତାନକୁ ପରାସ୍ତ କରିବା ପରେ ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ବିବୃତ୍ତି

February 16, 2026

ଆଜି ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.