Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»CoronaUpdate: ଆଜି ଓଡିଶାରୁ ଚିହ୍ନଟ ହେଲେ 59 ନୂଆ କରୋନା ଆକ୍ରାନ୍ତ
ଆଜିର ଖବର

CoronaUpdate: ଆଜି ଓଡିଶାରୁ ଚିହ୍ନଟ ହେଲେ 59 ନୂଆ କରୋନା ଆକ୍ରାନ୍ତ

March 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଆଜି ଓଡିଶାରୁ 59 ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ବାରଣ୍ଟାଇନରୁ 34 ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ 24 ଜଣ ଅଛନ୍ତି। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ 9 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

1. ଅନୁଗୁଳ: 4

2. ବାଲେଶ୍ବର: 4

3. ବରଗଡ: 1

4. ବାଲାଙ୍ଗୀର: 1

5. କଟକ: 2

6. ଦେଓଗଡ: 3

7. ଗଜପତି: 1

8. ଯାଜପୁର: 5

9. ଝାରସୁଗୁଡା: 4

10. କେଉଁଝର:3

11. ଖୋର୍ଦ୍ଧା: 3

12. ମୟୂରଭଞ୍ଜ: 3

13. ନବରଙ୍ଗପୁର: 1

14. ନୟାଗଡ଼: 3

15. ନୁଆପଡା: 2

16. ପୁରୀ: 2

17. ରାୟଗଡା: 2

18. ସମ୍ବଲପୁର: 9

19. ସୁନ୍ଦରଗଡ: 6

corona update OdishaFightsCorona
Share. Facebook Twitter LinkedIn Email WhatsApp Copy Link

Related Posts

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026

Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି

February 1, 2026

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026

ବଜେଟ୍ ଉପସ୍ଥାପନ ସହିତ ରେକର୍ଡ ସୃଷ୍ଟି କରିବେ ସୀତାରମଣ: ଇତିହାସର ପୃଷ୍ଠାରେ ଲିପିବଦ୍ଧ ହେବ ନାମ

February 1, 2026
Latest News

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026

Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି

February 1, 2026

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026

Union Budget 2026: ଆପଣ କେଉଁଠାରେ ସିଧା ପ୍ରସାରଣ ଦେଖିପାରିବେ ବଜେଟ୍?

February 1, 2026

ବଜେଟ୍ ଉପସ୍ଥାପନ ସହିତ ରେକର୍ଡ ସୃଷ୍ଟି କରିବେ ସୀତାରମଣ: ଇତିହାସର ପୃଷ୍ଠାରେ ଲିପିବଦ୍ଧ ହେବ ନାମ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.