ଭୁବନେଶ୍ୱର: ରାଜ୍ୟରେ କୋଭିଡ଼ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୧ ଜଣଙ୍କୁ ଗିରଫ କରାଯାଇଛି। ୭୫୭ ବାହନକୁ ଜବତ କରା ଯାଇଛି। ଏହି ସମୟ ମଧ୍ୟରେ ୨୩,୬୪,୨୦୦ ଟଙ୍କା ଜୋରିମାନା ଆଦାୟ କରାଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆଯାଇଛି। କୋଭିଡ଼ ଗାଇଡଲାଇନ ଗିରଫ ନିୟମ ଉଲ୍ଲଂଘନ
‘ଡଷ୍ଟବିନ୍ରେ VVPAT ସ୍ଲିପ୍’: ଗମ୍ଭୀର ଅଭିଯୋଗ ଆଣି ନିର୍ବାଚନ କମିଶନଙ୍କୁ ଉତ୍ତର ମାଗିଲା କଂଗ୍ରେସNovember 9, 2025