ଭୁବନେଶ୍ୱର: ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୮ ଜଣଙ୍କୁ ଗିରଫ ଜବତ କରା ଯାଇଛି। ୮୦୦ ବାହନକୁ ଜବତ କରା ଯାଇଛି। ଏହି ସମୟ ମଧ୍ୟରେ ୨୧,୭୪,୮୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି। କୋଭିଡ଼ ଗାଇଡଲାଇନ ଗିରଫ
ମା ତାରିଣୀ ମନ୍ଦିର ବିକାଶ ପାଇଁ ୨୨୬ କୋଟି ଟଙ୍କା ଖର୍ଚ୍ଚକୁ କ୍ୟାବିନେଟ ମଂଜୁରୀ, ଜାଣନ୍ତୁ କିଏ ନେଲା କାମSeptember 29, 2025