ଭୁବନେଶ୍ୱର: ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୮ ଜଣଙ୍କୁ ଗିରଫ ଜବତ କରା ଯାଇଛି। ୮୦୦ ବାହନକୁ ଜବତ କରା ଯାଇଛି। ଏହି ସମୟ ମଧ୍ୟରେ ୨୧,୭୪,୮୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି। କୋଭିଡ଼ ଗାଇଡଲାଇନ ଗିରଫ
ଭୁବନେଶ୍ୱରଠାରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି ଆର୍ଥିକ ଅନୁଦାନ ଦେବେ କେନ୍ଦ୍ର ସରକାର: କେନ୍ଦ୍ର ମନ୍ତ୍ରୀDecember 20, 2025
ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତିDecember 20, 2025
ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତDecember 19, 2025