Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋରଣ ପଞ୍ଚାୟତରେ ଜିଆରଏସଙ୍କ ମନମୁଖୀ କାର୍ଯ୍ୟ: ଅତିରିକ୍ତ ଜିଲ୍ଲାପାଳଙ୍କ ପାଖରେ ଫେରାଦ ହେଲେ ସରପଞ୍ଚ
ଆଜିର ଖବର

ସୋରଣ ପଞ୍ଚାୟତରେ ଜିଆରଏସଙ୍କ ମନମୁଖୀ କାର୍ଯ୍ୟ: ଅତିରିକ୍ତ ଜିଲ୍ଲାପାଳଙ୍କ ପାଖରେ ଫେରାଦ ହେଲେ ସରପଞ୍ଚ

March 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ସୋରଣ ଗ୍ରାମପଞ୍ଚାୟତରେ ୨୦୧୯/୨୦ ଆର୍ଥିକ ବର୍ଷରେ କରାଯାଇଥିବା ମାହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ ଯୋଜନାରେ ବହୁତ ଟଙ୍କା ସ୍ଥାନୀୟ ଜିଆରଏସ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ  ହଡ଼ପ କରିଥିବା ଅଭିଯୋଗ ହୋଇଛି। ଏହା ସହ ପଞ୍ଚାୟତ ନିର୍ବାହୀ ଅଧିକାରୀ ଦୀର୍ଘ ୫ ମାସ ହେଲା କାର୍ଯ୍ଯାଳୟକୁ ଆସୁ ନଥିବା ଅଭିଯୋଗ ମଧ୍ୟ ହୋଇଛି।

ତିନି ମାସ ହେଲା କ୍ଲଷ୍ଟର ଟିଏମସିର ଟଙ୍କାକୁ ପିଇଓ ନିଜ ପାଖରେ ରଖି ବିଲ୍ ହୋଇନାହିଁ ବୋଲି କହୁଥିବାର ଅଭିଯୋଗ ହୋଇଛି। ସୋରଣ ଗ୍ରାମପଞ୍ଚାୟତର ସରପଞ୍ଚ ସୁଜାତା ବିଶ୍ଵାଳ ଏଭଳି ଅଭିଯୋଗ ଆଣିଛନ୍ତି। ଏ ସମ୍ପର୍କରେ ଚିଲିକା ବିଡ଼ିଓଙ୍କୁ ବାରମ୍ବାର ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ବିଡ଼ିଓଙ୍କ ତରଫରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ।

ସୋରଣ ପଂଚାୟତରେ ହୋଇଥିବା ଦୁର୍ନୀତିର ପୁନଃ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାପାଇଁ ଦାବି କରିବା ସହିତ ସିବିଆଇ ତଦନ୍ତ ଦାବି କରିଛନ୍ତି ସରପଞ୍ଚ। ସେପଟେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଏ ସଂପର୍କରେ ପଚାରିବାରୁ ସେ ପିଡି ଡିଆରଡିଏଙ୍କୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେବେ ବୋଲି କହିଛନ୍ତି। ଯଦି ଦୁର୍ନୀତି ହୋଇଥାଏ, ତେବେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ ମନୋଜ ପାଢ଼ୀ ପ୍ରତିଶ୍ରୁତି ଦେଇଛନ୍ତି।

ତେବେ ଏହି ଘଟଣା ଉପରେ ତଦନ୍ତ ହୋଇ ସତ୍ୟତା କେବେ ଲୋକଙ୍କ ସାମ୍ନାକୁ ଆସୁଛି ଓ ଯଦି ସେହି ପଞ୍ଚାୟତରେ ଅଧିକାରୀଙ୍କ ଦ୍ଵାରା ଦୁର୍ନୀତି ହେଉଛି, ତେବେ ଏହି ମାମଲାରେ କେବେ କାର୍ଯ୍ୟାନୁଷ୍ଠାନ ନିଆ ଯାଉଛି, ତାହା ଦେଖିବା ବାକି ରହିଲା।

ଅତିରିକ୍ତ ଜିଲ୍ଲାପାଳ ଚିଲିକା ବ୍ଲକ ସୋରଣ ଗ୍ରାମପଞ୍ଚାୟତ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.