Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୨ ହଜାର ୮୫୪ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୨ ହଜାର ୮୫୪ ଆକ୍ରାନ୍ତ ଚିହ୍ନଟ

March 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୨ ହଜାର ୮୫୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୨୬ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୨ ଲକ୍ଷ ୮୫ ହଜାର ୫୬୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୧୮୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯ ଲକ୍ଷ ୩୮ ହଜାର ୧୪୬ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୮୯ ହଜାର ୨୨୬ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌ କରୋନା ଜନିତ ମୃତ୍ୟୁ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Latest News

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.