Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେଭା ସେଲ ବାଚସ୍ପତିଙ୍କ ଦ୍ୱାରା ଉଦଘାଟିତ
ଆଜିର ଖବର

ନେଭା ସେଲ ବାଚସ୍ପତିଙ୍କ ଦ୍ୱାରା ଉଦଘାଟିତ

March 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ନେଭା ସେଲ ବାଚସ୍ପତିଙ୍କ ଦ୍ୱାରା ଉଦଘାଟିତ

ଭୁବନେଶ୍ୱର, ଓଡ଼ିଶା ବିଧାନସଭାକୁ ଇ-ବିଧାନସଭାରେ ପରିଣତ କରିବା ପାଇଁ କାର‌୍ୟ୍ୟକ୍ରମ ଆରମ୍ଭ ହୋଇଯାଇଛି । ବିଧାନସଭାର ଚଳିତ ଷଷ୍ଠ ଅଦିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଅର୍ଥମନ୍ତ୍ରୀଙ୍କ ବଡେଟ୍ ଭାଷଣ ମଧ୍ୟ ଇ-ମୋଡରେ କାର୍ଯ୍ୟକାରୀ ହୋଇଥିଲା।

ତେବେ ବିଧାନସଭାର ନିୟମିତ ପ୍ରଶ୍ନୋତ୍ତର କାର‌୍ୟ୍ୟକ୍ରମକୁ ମଧ୍ୟ ଇ-ମୋଡରେ କାର‌୍ୟ୍ୟକାରୀ କରିବା ପାଇଁ ବ୍ୟବସ୍ଥା ଆରମ୍ଭ ହୋଇଯାଇଛି । ଏଥିପାଇଁ ଆଜି ନେଭା ସେଲକୁ ବାଚସ୍ପତି ଡ଼ଃ. ସୂର‌୍ୟ୍ୟ ନାରାୟଣ ପାତ୍ର ଉଦଘାଟନ କରିଛନ୍ତି । ଏଥିରେ ୧୦ ଜଣ ବୈଷୟିକ ତାଲିମ ପ୍ରାପ୍ତ କର୍ମଚାରୀ ନିୟୋଜିତ ଅଛନ୍ତି ।

ସେମାନେ ଇ-ବିଧାନସଭା ଅନ୍ତର୍ଗତ ବିଭିନ୍ନ ଆପର ବିକାଶ କରିବେ ଏବଂ ଜନସାଧାରଣ ବିଧାନସଭାରେ ହେଉଥିବା ବିଭିନ୍ନ ଆଲୋଚନାର ବିବରଣୀ ପାଇପାରିବେ । ବାଚସ୍ପତି ଡ଼ଃ. ପାତ୍ର ଏହାଦ୍ୱାରା ବିଧାନସଭା ଜନସାଧାରଣ ମଧ୍ୟରେ ସମ୍ପର୍କର ସେତୁ ଯୋଡ଼ି ହୋଇପାରିବ ବୋଲି ଆଶା ପ୍ରକାଶ କରିବା ସହ ନିଷ୍ଠାପର ଭାବେ କାର‌୍ୟ୍ୟ କରିବାକୁ NIC ର କର୍ମକର୍ତ୍ତା ମାନଙ୍କୁ ଆହ୍ୱାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଦାଶରଥି ଶତପଥୀ NIC ର ପ୍ରାନ୍ତିୟ ମୁଖ୍ୟ ଏବଂ ବିଧାନସଭା କର୍ମଚାରୀ ମାନେ ଯୋଗ ଦେଇଥିଲେ ।

ଇ-ବିଧାନସଭା ଓଡିଶା ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Latest News

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.