Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୩ ହଜାର ୨୮୫ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୩ ହଜାର ୨୮୫ ଆକ୍ରାନ୍ତ ଚିହ୍ନଟ

March 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୩ ହଜାର ୨୮୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୩ ଲକ୍ଷ ୮ ହଜାର ୮୪୬ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୩୦୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯ ଲକ୍ଷ ୫୩ ହଜାର ୩୦୩ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୯୭ ହଜାର ୨୩୭ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌ କରୋନା ଜନିତ ମୃତ୍ୟୁ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୨୧ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶି ଉପରେ ଲାଗିରହିବ ସମସ୍ୟା

August 21, 2026

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026

ଅଟୋ ଚାଳକ କ୍ଷତି ଭରଣା କରିବେ

August 21, 2026

ଚାଷୀଙ୍କ ପାଇଁ ବଡ଼ ଖବର: ଫସଲ ବୀମା ପଞ୍ଜୀକରଣ ଅବଧି ବଢ଼ିଲା

August 20, 2026
Latest News

ରାଶିଫଳ: ଅଗଷ୍ଟ ୨୧ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶି ଉପରେ ଲାଗିରହିବ ସମସ୍ୟା

August 21, 2026

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026

ଅଟୋ ଚାଳକ କ୍ଷତି ଭରଣା କରିବେ

August 21, 2026

ଚାଷୀଙ୍କ ପାଇଁ ବଡ଼ ଖବର: ଫସଲ ବୀମା ପଞ୍ଜୀକରଣ ଅବଧି ବଢ଼ିଲା

August 20, 2026

ଓଡ଼ିଶାରେ ବଢ଼ିଲା ମେଡିକାଲ ସିଟ୍‌

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.