Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓସେପାର ଜାଲିଙ୍କ ଉପରେ କାର୍ଯ୍ୟାନୁଷ୍ଠାନକୁ ଜିଲ୍ଲା କର୍ମଚାରୀ ସହଜରେ ଗ୍ରହଣ କରିବାକୁ ପ୍ରସ୍ତୁତ ନୁହଁନ୍ତି
ଆଜିର ଖବର

ଓସେପାର ଜାଲିଙ୍କ ଉପରେ କାର୍ଯ୍ୟାନୁଷ୍ଠାନକୁ ଜିଲ୍ଲା କର୍ମଚାରୀ ସହଜରେ ଗ୍ରହଣ କରିବାକୁ ପ୍ରସ୍ତୁତ ନୁହଁନ୍ତି

March 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Bribe. (IANS Infographics)

ରମେଶ ମହାନ୍ତି
ଜଗତସିଂହପୁର: ଓସେପାର ରାଜ୍ୟ କାର୍ଯ୍ୟାଳୟ ଜାଲି କର୍ମଚାରିଙ୍କ ଉପରେ ନିଆଯାଉଥିବା ପଦକ୍ଷପକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି। ଶିକ୍ଷକଟିଏ ଜାଲି ବୋଲି ଧରା ହୋଇ ଚାକିରୀରୁ ବିଦା ହୋଇ ଗଲା ବେଳେ ଓସେପା ଜାଲି ମାନଙ୍କୁ ତଳ ପଦବୀରେ ଅବସ୍ଥାପିତ କରିବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ମାତ୍ର ଜଗତସିଂହପୁର ସମଗ୍ର କାର୍ଯ୍ୟାଳୟର କିଛି କର୍ମଚାରୀ ପାଗଳଙ୍କ ପରି ବିଳାପ କରିବା ଚର୍ଚ୍ଚାର ବିଷୟ ହୋଇଛି। ନିଜକୁ ଦକ୍ଷ ବୋଲି କହୁଥିବା ସାର୍ ଜଣଙ୍କ ଦାନ୍ତ କଡମଡ କରି ସବୁ ଶିକ୍ଷକଙ୍କ ପୋଲ ଖୋଲି ଦେବେ ବୋଲି କହୁଥିବା ଚର୍ଚ୍ଚା ହେଉଛି।

ତେବେ ଜିଲ୍ଲାରେ କେତେ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଜାଲି ଅଛନ୍ତି ବା ସେମାନଙ୍କ ପ୍ରମାଣ ପତ୍ର ତିଆରି କରିବାରେ ସାରଙ୍କ ଏଥିରେ ହାତ ନାହିଁ ତ? ଏନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ତେଣୁ ସରକାର ନିରପେକ୍ଷ ତଦନ୍ତ କରି ଜିଲ୍ଲାରେ ଥିବା ଜାଲି ଶିକ୍ଷକମାନଙ୍କୁ ଠାବ କରିବା ସହିତ ସେମାନଙ୍କୁ ନିଯୁକ୍ତିରେ ସହଯୋଗ କରିଥିବା କର୍ମଚାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବୁଦ୍ଧିଜିବୀ ମହଲରେ ଦାବୀ ହେଉଛି।

ଓସେପା ଜଗତସିଂହପୁର ନକଲି ଶିକ୍ଷକ ରାଜ୍ୟ କାର୍ଯ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.