Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୫ ବର୍ଷ ପୁରୁଣା ସରକାରୀ ଗାଡିର ପଞ୍ଜୀକରଣରେ ହେବ ନାହିଁ ନବୀକରଣ: ଏହି ତାରିଖରୁ ହୋଇପାରେ ଲାଗୁ
ଆଜିର ଖବର

୧୫ ବର୍ଷ ପୁରୁଣା ସରକାରୀ ଗାଡିର ପଞ୍ଜୀକରଣରେ ହେବ ନାହିଁ ନବୀକରଣ: ଏହି ତାରିଖରୁ ହୋଇପାରେ ଲାଗୁ

March 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୧୫ ବର୍ଷରୁ ଉର୍ଦ୍ଧ୍ଵ ପୁରୁଣା ସରକାରୀ ଗାଡିର ପଞ୍ଜୀକରଣରେ ନବୀକରଣ (ରିନୱାଲ)ନକରିବା ପାଇଁ କେନ୍ଦ୍ରୀୟ ସଡକ ପରିବହନ ଏବଂ ଜାତୀୟ ରାଜପଥ ମନ୍ତ୍ରାଳୟ ପ୍ରସ୍ତାବ ଦେଇଛି। ଯଦି ଏହି ପ୍ରସ୍ତାବକୁ ସ୍ବୀକୃତ୍ତି ମିଳେ, ତେବେ ଏପ୍ରିଲ ୧ ତାରିଖ ଠାରୁ ଏହି ଗାଡ଼ିଗୁଡିକୁ ପଞ୍ଜିକରଣରେ ନବୀକରଣ କରାଯାଇପାରିବ ନାହିଁ।

କେନ୍ଦ୍ରୀୟ ସଡକ ପରିବହନ ଏବଂ ଜାତୀୟ ରାଜପଥ ମନ୍ତ୍ରାଳୟ ଏନେଇ ଏକ ଅଧିସୂଚନା ଜାରି କରି ସମସ୍ତଙ୍କର ପରାମର୍ଶ ମାଗିଛି। ଏଥିରେ କୁହାଯାଇଛି କି, ଏହି ପ୍ରସ୍ତାବକୁ ଅନୁମତି ମିଳିଲେ କେନ୍ଦ୍ର, ରାଜ୍ୟ, ମହାନଗର ଅଧୀନରେ ଆସୁଥିବା ସବୁ ସରକାରୀ ଗାଡି ଉପରେ କଟକଣା ଲାଗିବ।

ଉଲ୍ଲେଖ ଯୋଗ୍ୟ ଯେ, ଚଳିତ ବର୍ଷ ଫେବୃୟାରୀ ୧ ତାରିଖ ସାଧାରଣ ବଜେଟରେ କେନ୍ଦ୍ର ସରକାର ଭେଇକଲ ସ୍କ୍ରାପ ନୀତି ଘୋଷଣା କରିଥିଲେ। ଯେଉଁଥିରେ ବ୍ୟକ୍ତିଗତ ଗାଡି ପାଇଁ ୨୦ ବର୍ଷ ଏବଂ ପରିବହନ ଗାଡି ପାଇଁ ୧୫ ବର୍ଷ ପରେ ଫିଟନେସ ପରୀକ୍ଷା କରିବା ଜରୁରୀ ଥିଲା।

ସରକାରୀ ଗାଡି
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬: ସମସ୍ତଙ୍କ ପାଇଁ କଲ୍ୟାଣ, ସମସ୍ତଙ୍କ ପାଇଁ ଆନନ୍ଦ

March 2, 2026

ଓଡିଶାରେ ଉର୍ଫି ଜାଭେଦ୍: ହୋଟେଲ ସାଣ୍ଡିସ ଟାୱାରରେ ଖେଳିବେ ହର୍ବାଲ ହୋଲି

March 2, 2026

ଭୁବନେଶ୍ୱରରେ ମହାଆଡମ୍ବର ପାଳିତ ହେଲା ସାନ୍ତାଳୀ ସମ୍ପ୍ରଦାୟର ବଡ଼ ପର୍ବ ବାହା ବଙ୍ଗା

March 2, 2026

ପୁରୀରେ ମହାନଦୀ ଟ୍ରିବ୍ୟୁନାଲ ଦଳ: ବିବାଦର ସମାଧାନ ନେଇ ଆଲୋଚନା କଲେ ପୀତାମ୍ବର ଆଚାର୍ଯ୍ୟ

March 2, 2026
Latest News

ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬: ସମସ୍ତଙ୍କ ପାଇଁ କଲ୍ୟାଣ, ସମସ୍ତଙ୍କ ପାଇଁ ଆନନ୍ଦ

March 2, 2026

ଓଡିଶାରେ ଉର୍ଫି ଜାଭେଦ୍: ହୋଟେଲ ସାଣ୍ଡିସ ଟାୱାରରେ ଖେଳିବେ ହର୍ବାଲ ହୋଲି

March 2, 2026

ଭୁବନେଶ୍ୱରରେ ମହାଆଡମ୍ବର ପାଳିତ ହେଲା ସାନ୍ତାଳୀ ସମ୍ପ୍ରଦାୟର ବଡ଼ ପର୍ବ ବାହା ବଙ୍ଗା

March 2, 2026

ପୁରୀରେ ମହାନଦୀ ଟ୍ରିବ୍ୟୁନାଲ ଦଳ: ବିବାଦର ସମାଧାନ ନେଇ ଆଲୋଚନା କଲେ ପୀତାମ୍ବର ଆଚାର୍ଯ୍ୟ

March 2, 2026

ନବରଙ୍ଗପୁରରେ “ଟ୍ରାଇବାଲ୍ ଫ୍ୟାଶନ୍ ଶୋ” ଆୟୋଜିତ

March 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.