Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲେଖଶ୍ରୀଙ୍କ ବିରୋଧରେ ଫେସବୁକ ପେଜରେ ମିଥ୍ୟା ଖବର ପ୍ରଚାର ଅଭିଯୋଗ: କାର୍ଯ୍ୟାନୁଷ୍ଠାନ ଦାବି
ଆଜିର ଖବର

ଲେଖଶ୍ରୀଙ୍କ ବିରୋଧରେ ଫେସବୁକ ପେଜରେ ମିଥ୍ୟା ଖବର ପ୍ରଚାର ଅଭିଯୋଗ: କାର୍ଯ୍ୟାନୁଷ୍ଠାନ ଦାବି

March 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଫେସବୁକ ପେଜରେ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଲେଖଶ୍ରୀ ସାମନ୍ତସିଂହାରଙ୍କ ବିରୋଧରେ ମିଥ୍ୟା ଖବର ପ୍ରଚାର କରିଥିବା ଅଭିଯୋଗ ହୋଇଛି। ଏନେଇ ଲେଖାଶ୍ରୀ ଆଜି ସମ୍ପୃକ୍ତ ଫେସବୁକ ପେଜ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ତାଙ୍କର ଅଭିଯୋଗ ଅନୁଯାୟୀ, ‘ପଲିଟିକାଲ ଡ୍ରାମା’ ନାମକ ଏକ ଫେସବୁକ୍ ପେଜରେ ତାଙ୍କ ବିରୋଧରେ ଏକ ମିଥ୍ୟା ପୋଷ୍ଟ କରି ଲୋକମାନଙ୍କୁ ଭ୍ରମିତ କରୁଛି। ରନ୍ଧନ ଗ୍ୟାସର ମୂଲ୍ୟ ବୃଦ୍ଧି ହେଉଥିବାରୁ ମହିଳାମାନଙ୍କୁ କମ ଜିନିଷ ରାନ୍ଧିବା ଉଚିତ ଯାହାର ଅର୍ଥ ଭାତ ଓ ଡାଲି ବୋଲି ଲେଖାଶ୍ରୀ କହିଥିବାର ଏହି ପେଜରେ ପୋଷ୍ଟ କରାଯାଇଛି।

ତେବେ ଲେଖାଶ୍ରୀ ଏଭଳି ମନ୍ତବ୍ୟ ଦେଇନଥିବା କହିଛନ୍ତି ଏବଂ ଏପରି ମିଥ୍ୟା ଖବର ଲୋକଙ୍କୁ ବ୍ଲାକମେଲ କରିବା ଏବଂ ସେମାନଙ୍କଠାରୁ ଟଙ୍କା ଲୁଟିବା ପାଇଁ ଉଦ୍ଦିଷ୍ଟ ବୋଲି ଅଭିଯୋଗ କରିଛନ୍ତି।

ଏହି ପ୍ରସଙ୍ଗରେ ଗଣମାଧ୍ୟମ ପ୍ରତିନିଧୀଙ୍କୁ ସେ କହିଛନ୍ତି ଯେ , ‘ ମୋ ବିରୁଦ୍ଧରେ ମିଥ୍ୟା ପ୍ରଚାର କରାଯାଇଛି ଏବଂ ମୋତେ ବଦନାମ କରିବାକୁ ଚେଷ୍ଟା କରାଯାଇଛି। ମୁଁ ଏହାକୁ ଦୃଢ ନିନ୍ଦା କରୁଛି। ପୋଲିସ ମହାନିର୍ଦ୍ଦେଶକ, କ୍ରାଇମ ବ୍ରାଞ୍ଚ, ସାଇବର ସେଲ ଏବଂ ଦୈତ ନଗରୀ ପୋଲିସ୍ କମିଶନରଙ୍କୁ ଟ୍ୟାଗ୍ କରି ମୁଁ ଟ୍ୱିଟ୍ କରିଛି। ‘ମୁଁ ଅଧିକାରୀମାନଙ୍କୁ ଅନୁରୋଧ କରୁଛି ଯେ ଟ୍ୱିଟକୁ ଏତଲା ଭାବେ ଗ୍ରହଣ କରି, ଏହି ଘଟଣାର ଅନୁସନ୍ଧାନ କରନ୍ତୁ ଏବଂ ଏହା ପଛରେ ଥିବା ଲୋକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ।

କାର୍ଯ୍ୟାନୁଷ୍ଠାନ ଦାବି
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026
Latest News

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.