Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୫ ହଜାର ୩୨୦ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୫ ହଜାର ୩୨୦ ଆକ୍ରାନ୍ତ ଚିହ୍ନଟ

March 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୫ ହଜାର ୩୨୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୬୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୩ ଲକ୍ଷ ୫୯ ହଜାର ୪୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୬୦୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯ ଲକ୍ଷ ୮୯ ହଜାର ୮୯୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୧୦ ହଜାର ୫୪୪ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା: ସାମ୍ବାଦିକ ଓ ସାମାଜିକ ଗଣମାଧ୍ୟମ ପ୍ରବାହକ ସମ୍ମିଳନୀ ଅନୁଷ୍ଠିତ

June 18, 2026

ଖୋର୍ଦ୍ଧା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ

June 18, 2026

ସାଇବର ଅପରାଧ ହେଲ୍ପଲାଇନ୍ ୧୯୩୦ର ସମୀକ୍ଷା କଲେ ଅମିତ ଶାହ

June 18, 2026

ତ୍ରୁଟି ସଂଶୋଧନ କରି ପିଲାମାନଙ୍କୁ ନିର୍ଭୁଲ ପାଠ୍ୟପୁସ୍ତକ ତୁରନ୍ତ ଯୋଗାଇ ଦିଆଯାଉ: ଓଷ୍ଟା

June 18, 2026
Latest News

ବ୍ୟାଙ୍କ କାହିଁକି ବଢ଼ାଉଛି କ୍ରେଡିଟ୍ ଲିମିଟ୍, ଗ୍ରହଣ କରିବା ପୂର୍ବରୁ ଜାଣନ୍ତୁ ସମ୍ପୂର୍ଣ୍ଣ ସତ୍ୟ

June 18, 2026

ଖୋର୍ଦ୍ଧା: ସାମ୍ବାଦିକ ଓ ସାମାଜିକ ଗଣମାଧ୍ୟମ ପ୍ରବାହକ ସମ୍ମିଳନୀ ଅନୁଷ୍ଠିତ

June 18, 2026

ଖୋର୍ଦ୍ଧା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ

June 18, 2026

ସାଇବର ଅପରାଧ ହେଲ୍ପଲାଇନ୍ ୧୯୩୦ର ସମୀକ୍ଷା କଲେ ଅମିତ ଶାହ

June 18, 2026

ତ୍ରୁଟି ସଂଶୋଧନ କରି ପିଲାମାନଙ୍କୁ ନିର୍ଭୁଲ ପାଠ୍ୟପୁସ୍ତକ ତୁରନ୍ତ ଯୋଗାଇ ଦିଆଯାଉ: ଓଷ୍ଟା

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.