Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୦ରେ ରାହୁଲ ଏବଂ ୧୧ରେ ସୋନିଆଙ୍କ ପ୍ରାର୍ଥୀପତ୍ର ଦାଖଲ
ଆଜିର ଖବର

୧୦ରେ ରାହୁଲ ଏବଂ ୧୧ରେ ସୋନିଆଙ୍କ ପ୍ରାର୍ଥୀପତ୍ର ଦାଖଲ

April 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
rahul and sonia nomination file on 10th and 11th april
rahul and sonia nomination file on 10th and 11th april

କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ଆସନ୍ତା ଏପ୍ରିଲ୍‌ ୧୦ ତାରିଖରେ ଆମେଥିରୁ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ସେହିପରି ୧୧ ତାରିଖରେ ୟୁପିଏ ମୁଖ୍ୟ ସୋନିଆ ଗାନ୍ଧୀ ରାଏ ବରେଲୀରୁ ନିଜର ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଉଭୟଙ୍କ ନାମାଙ୍କନ ଦାଖଲ ସମୟରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉପସ୍ଥିତ ରହିବେ ବୋଲି ଜଣାପଡିଛି। ଉତ୍ତର ପ୍ରଦେଶ ଲୋକସଭା ନିର୍ବାଚନ ପାଇଁ ଏପ୍ରିଲ୍‌ ୧୦ରୁ ଚତୁର୍ଥ ପର୍ଯ୍ୟାୟ ନାମାଙ୍କନ ଦାଖଲର ପ୍ରଥମ ଦିନ ହୋଇଥିବା ବେଳେ ରାହୁଲ ଗାନ୍ଧୀ ସେହିଦିନ ନିଜର ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏପ୍ରିଲ୍‌ ୧୧ ତାରିଖରେ ରାଏବରେଲୀରୁ ନିଜର ପ୍ରାର୍ଥୀପତ୍ର ଦାଖଲ କରିବାକୁ ଯାଉଥିବା ବେଳେ ବିଜେପି ପକ୍ଷରୁ ପୂର୍ବତନ କଂଗ୍ରେସ ନେତା ଦୀନେଶ ପ୍ରତାପ ସିଂଙ୍କୁ ଟିକଟ ଦିଆଯାଇଛି। ଆମେଥିରୁ ରାହୁଲ ୨୦୧୪ ନିର୍ବାଚନରେ ସ୍ମୃତି ଇରାନୀଙ୍କୁ ୧ ଲକ୍ଷ ଭୋଟରେ ପରାସ୍ତ କରିଥିବା ବେଳେ ରାଏବରେଲୀରୁ ସୋନିଆ ଅଜୟ ଅଗ୍ରଓ୍ବାଲଙ୍କୁ ୪ ଲକ୍ଷରୁ ଅଧିକ ଭୋଟରେ ପରାସ୍ତ କରିଥିଲେ।

nomination soniagandhi thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

ପୂର୍ବତଟ ରେଳପଥ ଓ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ଏମଓୟୁ ସ୍ୱାକ୍ଷର

February 5, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କର୍କଟ ନିରାକରଣ ଅଭିଯାନ

February 5, 2026
Latest News

ଦ୍ୱିତୀୟ ଥର ପାଇଁ ଡବ୍ଲୁପିଏଲ ଚାମ୍ପିଅନ ହେଲା ଆରସିବି: ଚତୁର୍ଥ ଥର ପାଇଁ ଫାଇନାଲରେ ହାରିଲା ଦିଲ୍ଲୀ

February 6, 2026

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରେ କୃଷି କ୍ଷେତ୍ରକୁ ନେଇ କୌଣସି ସାଲିସ୍‌ ହୋଇନାହିଁ: କେନ୍ଦ୍ର ମନ୍ତ୍ରୀ

February 5, 2026

Odisha Budget 2026: ବଜେଟ ପ୍ରସ୍ତୁତି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନେଲେ ମୁଖ୍ୟମନ୍ତ୍ରୀ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.