Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ଯବାନଙ୍କ ଗୁଳିରେ ଟଳି ପଡିଲା ଆଉ ଏକ ଆତଙ୍କୀ: ବିପୁଳ ପରିମାଣର ଗୁଳି, ଅସ୍ତ୍ରଶସ୍ତ୍ର ଜବତ
ଆଜିର ଖବର

ଭାରତୀୟ ଯବାନଙ୍କ ଗୁଳିରେ ଟଳି ପଡିଲା ଆଉ ଏକ ଆତଙ୍କୀ: ବିପୁଳ ପରିମାଣର ଗୁଳି, ଅସ୍ତ୍ରଶସ୍ତ୍ର ଜବତ

March 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜମ୍ମୁ କାଶ୍ମୀର
କାଶ୍ମୀରରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଦୁଇ ଆତଙ୍କବାଦୀ ନିହତ

ଶ୍ରୀନଗର: ଆଜି ଜମ୍ମୁ-କଶ୍ମୀରର ସୋପିୟା ଜିଲ୍ଲାରେ ଭାରତୀୟ ଯବାନ ଏବଂ ଆତଙ୍କବାଦୀ ଗୁଳିବିନିମୟ ହୋଇଥିଲା। ଏଥିରେ ଜଣେ ଆତଙ୍କବଦୀର ମୃତ୍ୟୁ ହୋଇଛି।

ସୂଚନା ମୁତାବକ, ରାବଳପୁରା ଅଞ୍ଚଳରେ ଆତଙ୍କବାଦୀ ରହିଥିବା ଖବର ପାଇ ସୁରକ୍ଷା ବାହିନୀ ସେହି ଅଞ୍ଚଳକୁ ଘେରାବନ୍ଦୀ କରି ଖୋଜିବା ଆରମ୍ଭ କରିଦେଇଥିଲେ। ପରେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀଙ୍କ ଉପରେ ଗୁଳି ପ୍ରୟୋଗ କରିଥିଲେ। ଜବାବରେ ସୁରକ୍ଷାବାହିନୀ ପାଲଟା ଆକ୍ରମଣ କରିଥିଲେ। ଯେଉଁଥିରେ ଜଣେ ଆତଙ୍କବାଦୀ ମୃତୁବରଣ କରିଥିଲା। ଘଟଣାସ୍ଥଳରୁ ବିପୁଳ ପରିମାଣର ଗୁଳି, ଅସ୍ତ୍ରଶସ୍ତ୍ର ଆଦି ଜବତ କରାଯାଇଛି।

ଭାରତୀୟ ଯବାନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଫେଲ ମାମଲାରେ ପାକିସ୍ତାନର ପର୍ଦ୍ଦାଫାସ ପରେ ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ କଲା ବିଜେପି

June 24, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୪-୩ ଗୋଲରେ ଟିମ୍ ଇଣ୍ଡିଆର ଦମଦାର ବିଜୟ

June 24, 2026

ଭାରତଠାରୁ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର କିଣିବ ୟୁଏଇ: ପାକିସ୍ତାନ କାହିଁକି ଚିନ୍ତିତ?

June 24, 2026

ରାମ ମନ୍ଦିର ଦାନ ଚୋରି ମାମଲା: ଚମ୍ପତ ରାୟଙ୍କ ଭୂମିକା ସନ୍ଦେହଜନକ

June 24, 2026
Latest News

ଭୁବନେଶ୍ୱରରେ ୧୪ତମ ମଲ୍ଟି ଏଜେନ୍ସି ମାରିଟାଇମ୍ ସିକ୍ୟୁରିଟି ଗ୍ରୁପ୍ ବୈଠକ ଉଦ୍‌ଘାଟିତ

June 24, 2026

ରାଫେଲ ମାମଲାରେ ପାକିସ୍ତାନର ପର୍ଦ୍ଦାଫାସ ପରେ ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ କଲା ବିଜେପି

June 24, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୪-୩ ଗୋଲରେ ଟିମ୍ ଇଣ୍ଡିଆର ଦମଦାର ବିଜୟ

June 24, 2026

ଭାରତଠାରୁ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର କିଣିବ ୟୁଏଇ: ପାକିସ୍ତାନ କାହିଁକି ଚିନ୍ତିତ?

June 24, 2026

ରାମ ମନ୍ଦିର ଦାନ ଚୋରି ମାମଲା: ଚମ୍ପତ ରାୟଙ୍କ ଭୂମିକା ସନ୍ଦେହଜନକ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.