Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୪ ହଜାର ୪୯୨ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨୪ ହଜାର ୪୯୨ ଆକ୍ରାନ୍ତ ଚିହ୍ନଟ

March 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୪ ହଜାର ୪୯୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୩୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୪ ଲକ୍ଷ ୯ ହଜାର ୮୩୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୮୫୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୨୭ ହଜାର ୫୪୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୨୩ ହଜାର ୪୩୨ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ସବୁଠାରୁ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ: ଜାଣନ୍ତୁ ଦ୍ୱିତୀୟ ସ୍ଥାନରେ କିଏ?

October 1, 2026

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026
Latest News

ଭାରତର ସବୁଠାରୁ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ: ଜାଣନ୍ତୁ ଦ୍ୱିତୀୟ ସ୍ଥାନରେ କିଏ?

October 1, 2026

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.