Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରାଲି ଉପରକୁ ଆକ୍ରମଣ, ଜଣେ ବିଜେପି କର୍ମୀ ଆହତ
ଆଜିର ଖବର

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରାଲି ଉପରକୁ ଆକ୍ରମଣ, ଜଣେ ବିଜେପି କର୍ମୀ ଆହତ

March 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା, ପଶ୍ଚିମବଂଗ ନିର୍ବାଚନ ପ୍ରଚାର ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରାଲି ଉପରକୁ ଆକ୍ରମଣ ହୋଇଛି । ଧର୍ମେନ୍ଦ୍ର ନନ୍ଦିଗ୍ରାମରେ ରାଲି କରି ଯାଉଥିବା ବେଳେ କେତେକ ଦୁର୍ବତ ହଠାତ ଆକ୍ରମଣ କରିଥିଲେ।

ଏଥିରେ ଦକ୍ଷିଣ ମଣ୍ଡଳର ଜଣେ ବିଜେପି କର୍ମୀ ଗୁରୁତର ଆହତ ହୋଇଛନ୍ତି । ଧର୍ମେନ୍ଦ୍ର ନନ୍ଦିଗ୍ରାମର ସୋନଚୂରାରେ ଏକ ଜନସଭାକୁ ସମ୍ବୋଧନ କରିବା ପାଇଁ ରାଲିରେ ଯାଉଥିଲେ। ସେହିଠାରେ ହିଁ  ଆକ୍ରମଣ କରାଯାଇଛି।

ଏନେଇ ନିର୍ବାଚନ ଆୟୋଗଙ୍କୁ ବିଜେପି ପକ୍ଷରୁ ଅବଗତ କରାଯାଇଛି । ଅଧିକ ଅର୍ଦ୍ଧ ସାମରିକ ବଳ ମୁତୟନ ପାଇଁ ବିଜେପି ଦାବି କରିବା ସହ ନିରପେକ୍ଷ ନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦାବି କରିଛନ୍ତି । ଏହି ଆକ୍ରମଣ ଟିଏମସି କର୍ମୀମାନେ କରିଛନ୍ତି ବୋଲି ଅଭିଯୋଗ ହୋଇଛି।

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ପୂର୍ଣ୍ଣ ଭାବେ ଖୋଲିବ ୟୁରୋପ ବଜାର: କେତେ ଲାଭ ଆଣିବ ଭାରତ ଏବଂ EU ମଧ୍ୟରେ ଚୁକ୍ତି?

February 28, 2026

ଟଙ୍କା ବୋଝେଇ ବିମାନ ଦୁର୍ଘଟଣାଗ୍ରସ୍ତ: ୧୫ ମୃତ

February 28, 2026

ମାର୍ଚ୍ଚ ୧୪ ରେ ଖୋର୍ଦ୍ଧା ଜିଲ୍ଲାର ହେବ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ

February 28, 2026

ଏଆଇ ଶକ୍ତିକୁ ସୁଦୃଢ଼ କରିବ ୨୦ ହଜାର ନୂତନ ଜିପିୟୁ

February 28, 2026
Latest News

ସମ୍ପୂର୍ଣ୍ଣ ଭାବେ ଖୋଲିବ ୟୁରୋପ ବଜାର: କେତେ ଲାଭ ଆଣିବ ଭାରତ ଏବଂ EU ମଧ୍ୟରେ ଚୁକ୍ତି?

February 28, 2026

ଟଙ୍କା ବୋଝେଇ ବିମାନ ଦୁର୍ଘଟଣାଗ୍ରସ୍ତ: ୧୫ ମୃତ

February 28, 2026

ମାର୍ଚ୍ଚ ୧୪ ରେ ଖୋର୍ଦ୍ଧା ଜିଲ୍ଲାର ହେବ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ

February 28, 2026

ଏଆଇ ଶକ୍ତିକୁ ସୁଦୃଢ଼ କରିବ ୨୦ ହଜାର ନୂତନ ଜିପିୟୁ

February 28, 2026

ଭାରତରେ ନ୍ୟାୟିକ ପ୍ରକ୍ରିୟାକୁ ସୁଗମ କରୁଛି ଏଆଇ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.