Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧୧୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୧୧୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

March 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୪ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୯୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୫ ହଜାର ୯୨୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୦୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ କଟକ ଜିଲ୍ଲାରୁ ୨୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫ ଜଣ, ଅନୁଗୁଳ ଜିଲ୍ଲାରୁ ୬ ଜଣ, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ ଜିଲ୍ଲାରୁ ୪ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆକ୍ରାନ୍ତ ଚିହ୍ନଟ ଓଡିଶା କରୋନା ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୧୬ ତାରିଖ ଗୁରୁବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

July 16, 2026

ଗୋବରରୁ ବାୟୋ-ଗ୍ୟାସ୍ ଉତ୍ପାଦନ ପାଇଁ ଦିଲ୍ଲୀରେ ବଡ଼ ପଦକ୍ଷେପ: ଏମଓୟୁ ସ୍ୱାକ୍ଷରିତ

July 15, 2026

ବାରାଣସୀରେ ୧୪,୪୪୭ କୋଟିର ୬-ଲେନ୍ ଏଲିଭେଟେଡ୍ କରିଡରକୁ କ୍ୟାବିନେଟ୍ ମଞ୍ଜୁରୀ

July 15, 2026

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି  ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

July 15, 2026
Latest News

ଆଜି ଜୁଲାଇ ୧୬ ତାରିଖ ଗୁରୁବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

July 16, 2026

ଗୋବରରୁ ବାୟୋ-ଗ୍ୟାସ୍ ଉତ୍ପାଦନ ପାଇଁ ଦିଲ୍ଲୀରେ ବଡ଼ ପଦକ୍ଷେପ: ଏମଓୟୁ ସ୍ୱାକ୍ଷରିତ

July 15, 2026

ବାରାଣସୀରେ ୧୪,୪୪୭ କୋଟିର ୬-ଲେନ୍ ଏଲିଭେଟେଡ୍ କରିଡରକୁ କ୍ୟାବିନେଟ୍ ମଞ୍ଜୁରୀ

July 15, 2026

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି  ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

July 15, 2026

ଓଡ଼ିଶା ଏବଂ ଝାଡ଼ଖଣ୍ଡର ୪ଟି ଜିଲ୍ଲା ପାଇଁ ୨ଟି ରେଳଲାଇନ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.