Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ନିର୍ବାଚନ: ଆସାମ ଲୋକଙ୍କ ପାଇଁ ରାହୁଲ ଗାନ୍ଧୀ ଘୋଷଣା କଲେ ୫ ଟି ଗ୍ୟାରେଣ୍ଟି
ଆଜିର ଖବର

ବିଧାନସଭା ନିର୍ବାଚନ: ଆସାମ ଲୋକଙ୍କ ପାଇଁ ରାହୁଲ ଗାନ୍ଧୀ ଘୋଷଣା କଲେ ୫ ଟି ଗ୍ୟାରେଣ୍ଟି

March 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ପୂର୍ବରୁ ରାହୁଲ ଗାନ୍ଧୀ ଆସାମରେ ଦୁଇ ଦିନିଆ ପ୍ରଚାର ପାଇଁ ପହଞ୍ଚିଛନ୍ତି। ସେ ଜୋରହାଟ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ କେନ୍ଦ୍ରର ମୋଦୀ ସରକାରକୁ ସମାଲୋଚନା କରିଛନ୍ତି। ଏହାସହିତ ଆସାମ ଲୋକଙ୍କ ପାଇଁ କଂଗ୍ରେସ ପକ୍ଷରୁ ଗ୍ୟାରେଣ୍ଟି ଥିବା ୫ ଟି  କାମ ଘୋଷଣା କରିଛନ୍ତି।

ସେ ଲୋକଙ୍କୁ ସମ୍ବୋଧିତ କରି କହିଛନ୍ତି ଯେ, କଂଗ୍ରେସ ସରକାର ଆସିଲେ ଆସାମରେ ସିଏଏ ଲାଗୁ କରିବେ ନାହିଁ। ଦ୍ଵିତୀୟରେ ଚା’ ଶ୍ରମିକମାନଙ୍କ ପାଇଁ ୩୬୫ ଟଙ୍କା ମଜୁରୀ କରିବେ, ଯାହା ଏବେ ୧୬୫ ଟଙ୍କା ମିଳୁଛି। ତୃତୀୟରେ ପ୍ରତ୍ୟେକ ପରିବାରକୁ ୨ ଶହ ୟୁନିଟର ବିଦ୍ୟୁତ ମୁକ୍ତରେ ମିଳିବ। ଚତୁର୍ଥରେ ମହିଳାଙ୍କୁ ପ୍ରତ୍ୟେକ ମାସରେ ଦୁଇ ହଜାର ଟଙ୍କା ମିଳିବ। ଏବଂ ପଞ୍ଚମରେ ପାଞ୍ଚ ଲକ୍ଷ ଲୋକଙ୍କୁ କଂଗ୍ରେସ ରୋଜଗାର ଦେବ।

ଆସାମ ବିଧାନସଭା ନିର୍ବାଚନ ରାହୁଲ ଗାନ୍ଧୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026

ଉତ୍ତର ପୂର୍ବ ପରିଷଦର ୭୩ତମ ପୂର୍ଣ୍ଣାଙ୍ଗ ବୈଠକର ଅଧ୍ୟକ୍ଷତା କଲେ ଅମିତ ଶାହ

June 5, 2026

ମୋଦିଙ୍କ ପ୍ରଶଂସାରେ ପୁଟିନ, ଭାରତକୁ ନେଇ କହିଲେ ବଡ଼ କଥା

June 4, 2026
Latest News

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026

ଉତ୍ତର ପୂର୍ବ ପରିଷଦର ୭୩ତମ ପୂର୍ଣ୍ଣାଙ୍ଗ ବୈଠକର ଅଧ୍ୟକ୍ଷତା କଲେ ଅମିତ ଶାହ

June 5, 2026

ଆଜି ଜୁନ ୫ ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଭାଗ୍ୟ ଚମକିବ, କରନ୍ତୁ ଏହି କାମ

June 5, 2026

ମୋଦିଙ୍କ ପ୍ରଶଂସାରେ ପୁଟିନ, ଭାରତକୁ ନେଇ କହିଲେ ବଡ଼ କଥା

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.