Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁରୁ କେଳୁ ଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟାଙ୍କର ପରଲୋକ
ଆଜିର ଖବର

ଗୁରୁ କେଳୁ ଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟାଙ୍କର ପରଲୋକ

March 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୁରୁ କେଳୁ ଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟାଙ୍କର ପରଲୋକ

ଭୁବନେଶ୍ବର, ଓଡିଶୀର ଆଦିଗୁରୁ ଗୁରୁ କେଳୁ ଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ପରଲୋକ ଘଟିଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘମାସ ଧରି ବାର୍ଦ୍ଧାକ୍ୟ ରୋଗରେ ପିଡିତ ଥିଲେ। ଶନିବାର ରାତି ୧୧ଟାରେ ଭୀମଟାଙ୍ଗିସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁଶଯ୍ୟା ନିକଟରେ ତାଙ୍କ ପୁତ୍ର ତଥା ଗୁରୁ ରତିକାନ୍ତ ମହାପାତ୍ର ଓ ପରିବାରର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ ।

ଲକ୍ଷ୍ମୀପ୍ରିୟା ଜଣେ ମହିଳା ଭାବରେ ସେ ମଞ୍ଚରେ ପ୍ରଥମ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ। ସେ ଏକାଧାରରେ ଜଣେ ନୃତ୍ୟଶିଳ୍ପୀ ଓ ଅଭିନେତ୍ରୀ ଥିଲେ । ଅନ୍ନପୂର୍ଣ୍ଣ ଏ ଥିଏଟରରେ ଜଣେ ଅଭିନେତ୍ରୀ ଭାବେ ସେ ଅନେକ ନାଟକରେ ଅଭିନୟ ପ୍ରଦର୍ଶନ କରିଛନ୍ତି। ଏହାପରେ ଅନ୍ନପୂଣ୍ଣା ବି ଗ୍ରୁପରେ ସେ କେଳୁଚରଣଙ୍କ ମୃଦଙ୍ଗର ତାଳେ ତାଳେ ନୃତ୍ୟ ପରିବେଷଣ କରୁଥିଲେ। ସେହି ଅନ୍ନପୂର୍ଣା ଥିଏଟରରେ ଲକ୍ଷ୍ମୀପ୍ରିୟା କେଳୁଚରଣଙ୍କ ସହିତ ପରିଚିତ ହୋଇ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।

ତାଙ୍କ ବିୟୋଗରେ ଓଡିଶୀ ନୃତ୍ୟ ଓ ସଂଗୀତ କ୍ଷେତ୍ରରେ ଏକ ଶୋକର ଛାୟା ଖେଳିଯାଇଛି।

ଓଡିଶୀ ନୃତ୍ୟ ଓଡ଼ିଶୀ ନୃତ୍ୟଶିଳ୍ପୀ ଲକ୍ଷ୍ମୀପ୍ରିୟା ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱାଧୀନତା ଦିବସ ପାଇଁ ପ୍ରସ୍ତୁତି ବୈଠକ: ସକାଳ ୯:୧୫ ରେ ପତାକା ଉତ୍ତୋଳନ

July 24, 2026

“ପେପର୍ ଲିକ୍ ସମ୍ପର୍କରେ ଆଜି କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି”: ଭିଡିଓ ବାର୍ତ୍ତା ଜାରି କଲେ ପ୍ରଧାନମନ୍ତ୍ରୀ

July 24, 2026

ନିର୍ବାଚନୀ ତାଲିମ୍ ପର୍ଯ୍ୟବେକ୍ଷକଙ୍କ ଖୋରଧା ଜିଲ୍ଲା ପରିଦର୍ଶନ ଏବଂ ଏସଆଇଆର କାର୍ଯ୍ୟ ସମୀକ୍ଷା

July 24, 2026

ଆଜି ଜୁଲାଇ ୨୪ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

July 24, 2026
Latest News

ସ୍ୱାଧୀନତା ଦିବସ ପାଇଁ ପ୍ରସ୍ତୁତି ବୈଠକ: ସକାଳ ୯:୧୫ ରେ ପତାକା ଉତ୍ତୋଳନ

July 24, 2026

“ପେପର୍ ଲିକ୍ ସମ୍ପର୍କରେ ଆଜି କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି”: ଭିଡିଓ ବାର୍ତ୍ତା ଜାରି କଲେ ପ୍ରଧାନମନ୍ତ୍ରୀ

July 24, 2026

ନିର୍ବାଚନୀ ତାଲିମ୍ ପର୍ଯ୍ୟବେକ୍ଷକଙ୍କ ଖୋରଧା ଜିଲ୍ଲା ପରିଦର୍ଶନ ଏବଂ ଏସଆଇଆର କାର୍ଯ୍ୟ ସମୀକ୍ଷା

July 24, 2026

ଆଜି ଜୁଲାଇ ୨୪ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

July 24, 2026

ଓଡ଼ିଶାର ପାରମ୍ପରିକ କଳାର ସଂରକ୍ଷଣ ଓ ପ୍ରେତ୍ସାହନ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.