Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋଦାବରୀଶ ମହାବିଦ୍ୟାଳୟରେ ମୋ କଲେଜ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ
ଆଜିର ଖବର

ଗୋଦାବରୀଶ ମହାବିଦ୍ୟାଳୟରେ ମୋ କଲେଜ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ

March 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସିତରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଅନ୍ତର୍ଗତ ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ମୋ କଲେଜ ଅଭିଯାନର ଶୁଭାରମ୍ଭ ହୋଇଯାଇଅଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉକ୍ତ ଅଭିଯାନକୁ ଭିଡ଼ିଓ କନଫରେନ୍ସ ଜରିଆରେ ଲୋକାର୍ପିତ କରିଛନ୍ତି।  କଲେଜ ସହିତ ପୂର୍ବତନ ଛାତ୍ରଛାତ୍ରୀ ମାନଙ୍କୁ ଯୋଡିବା ସହ କଲେଜ ଉନ୍ନତିରେ ସେମାନଙ୍କୁ ଭାଗିଦାର କରିବାପାଇଁ ଏହା ମୁଖ୍ୟମନ୍ତ୍ରୀଙ୍କ ଏକ ଅଭିନବ ପ୍ରୟାସ ବୋଲି ଗୋଦାବରୀଶ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ା ପ୍ରମୋଦ କୁମାର ପାଢ଼ୀ ପ୍ରକାଶ କରିଛନ୍ତି।

ଆଜି ଅପରାହ୍ନରେ ମହାବିଦ୍ୟାଳୟ ଅଡ଼ିଟୋରିଅମ ହଲରେ ଉକ୍ତ ଅଭିଯାନର ଶୁଭାରମ୍ଭ ନିମନ୍ତେ କଲେଜ ପ୍ରଶାସନ ପକ୍ଷରୁ ଏକ ଛୋଟ ଉତ୍ସବର ଆୟୋଜନ କରାଯାଇଥିଲା। ଉକ୍ତ ଉତ୍ସବରେ କଲେଜ ଅଧ୍ୟକ୍ଷଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ, ପୁରାତନ ଛାତ୍ର ଛାତ୍ରୀ, ସାମ୍ବାଦିକ ଏବଂ ବୁଦ୍ଧିଜୀବୀମାନେ ଯୋଗ ଦେଇଥିଲେ।

ଉକ୍ତ କାର୍ଯ୍ୟକ୍ରମର ସଂଯୋଜନା ପ୍ରାଧ୍ୟାପକ ଡ଼ା ସୁର ପ୍ରତାପ ନରେନ୍ଦ୍ର ସିଂ ବର୍ମା କରିଥିବାବେଳେ ପ୍ରାଧ୍ୟାପକ ଲକ୍ଷ୍ମୀ ପ୍ରସାଦ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର ମୁଖ୍ୟମନ୍ତ୍ରୀ ନବୀନ ମୋ କଲେଜ ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

‘ଇଣ୍ଡିଆ ଏନର୍ଜି ୱିକ୍ ୨୦୨୭’ ର ପ୍ରାରମ୍ଭିକ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026

ମାଡ଼ି ଆସୁଛି ବନ୍ୟାଜଳ, ମହାନଦୀ ଦେଖାଉଛି କରାଳ ରୂପ

September 28, 2026

ସରିଲା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ବାଚସ୍ପତି

September 28, 2026
Latest News

‘ଇଣ୍ଡିଆ ଏନର୍ଜି ୱିକ୍ ୨୦୨୭’ ର ପ୍ରାରମ୍ଭିକ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026

MMDR Act କୁ ବିରୋଧ କରି ରାଜ ରାସ୍ତାରେ ଗର୍ଜ୍ଜନ କଲା ବିଜେଡି, ଯୋଗ ଦେଲେ ନବୀନ

September 28, 2026

ମାଡ଼ି ଆସୁଛି ବନ୍ୟାଜଳ, ମହାନଦୀ ଦେଖାଉଛି କରାଳ ରୂପ

September 28, 2026

ସରିଲା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ବାଚସ୍ପତି

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.