Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ରାଷ୍ଟ୍ରପତିଙ୍କ ପୁରୀ କୋଣାର୍କ ଗସ୍ତ, ବାଲୁକା କଳାରେ ସ୍ବାଗତ କଲେ ସୁଦର୍ଶନ ପଟ୍ଟନାୟକ
ଆଜିର ଖବର

ଆସନ୍ତାକାଲି ରାଷ୍ଟ୍ରପତିଙ୍କ ପୁରୀ କୋଣାର୍କ ଗସ୍ତ, ବାଲୁକା କଳାରେ ସ୍ବାଗତ କଲେ ସୁଦର୍ଶନ ପଟ୍ଟନାୟକ

March 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Welcome to His Excellently the President of India Shri Ram Nath Kovind and the First Lady Mrs Savita Kovind . My SandArt with message “Welcome to Jagannath Dham “ at Puri beach in Odisha.

ପୁରୀ, ଆସନ୍ତାକାଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଭ୍ରମଣରେ ଯିବେ। ସେ ସକାଳରୁ ରାଜଭବନରୁ ବାହାରି ସ୍ବତନ୍ତ୍ର ହେଲିକାପ୍ଟରରେ ପୁରୀରେ ଓହ୍ଲାଇବେ। ସେଠାରେ ସେ ଶ୍ରୀମନ୍ଦିର ଯାଇ ସେଠାରେ ଜଗନ୍ନାଥ ଦର୍ଶନ କରିବେ। ସେଥିପାଇଁ ପୁରୀ ପ୍ରଶାସନ ତରଫରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସେଠାରୁ ରାଷ୍ଟ୍ରପତି କୋଣାର୍କ ଫେରିବେ। ସେଠାରେ ମଧ୍ୟାହ୍ନ ଭୋଜନ କରି କୋଣାର୍କ ମନ୍ଦିର ପରିଦର୍ଶନ କରିବେ। ଏହାପରେ ଅପରାହ୍ନରେ ସେ ସିଧା ଭୁବନେଶ୍ବର ବିମାନ ବନ୍ଦରରୁ ନୂଆଦିଲ୍ଲୀ ଫେରିଯିବେ।

ତେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଜଗନ୍ନାଥ ଧାମ ଗସ୍ତ ପୂର୍ବରୁ ପୁରୀ ବେଳାଭୂମିରେ ତାଙ୍କର ବାଲୁକା କଳା କରାଯାଇ ସ୍ବାଗତ କରାଯାଇଛି। ଏହି ବାଲୁକା କଳା କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଏଥିରେ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ଭାରତର ପ୍ରଥମ ମହିଳା ସବିତା କୋବିନ୍ଦଙ୍କ ବାଲୁକା କଳା ନିର୍ମାଣ କରିଛନ୍ତି।

ବାଲୁକା କଳା ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୁଦର୍ଶନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ତାସକେଣ୍ଟସ୍ଥିତ ଶାସ୍ତ୍ରୀ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କଲେ ପ୍ରଧାନମନ୍ତ୍ରୀ

August 31, 2026

ରାଶିଫଳ: ଅଗଷ୍ଟ ୩୧ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ସୁଖ ସମୃଦ୍ଧି

August 31, 2026

ଦିବ୍ୟାଙ୍ଗଙ୍କ ସମ୍ମାନାର୍ଥେ ‘ଆମକୁ କରନା ଥଟ୍ଟା ମଜା’ କାର୍ଯ୍ୟକ୍ରମ ଆୟୋଜିତ

August 30, 2026

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟରେ ବୁହାହେଲେ ଅସୁସ୍ଥ ମହିଳା

August 30, 2026
Latest News

ତାସକେଣ୍ଟସ୍ଥିତ ଶାସ୍ତ୍ରୀ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କଲେ ପ୍ରଧାନମନ୍ତ୍ରୀ

August 31, 2026

ରାଶିଫଳ: ଅଗଷ୍ଟ ୩୧ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ସୁଖ ସମୃଦ୍ଧି

August 31, 2026

ଦିବ୍ୟାଙ୍ଗଙ୍କ ସମ୍ମାନାର୍ଥେ ‘ଆମକୁ କରନା ଥଟ୍ଟା ମଜା’ କାର୍ଯ୍ୟକ୍ରମ ଆୟୋଜିତ

August 30, 2026

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟରେ ବୁହାହେଲେ ଅସୁସ୍ଥ ମହିଳା

August 30, 2026

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ: ସମନ୍ୱୟ ସମିତି

August 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.