Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାର ନିର୍ବାଚନୀ ମାହୋଲ୍‌ : ଯୋଗୀ, ମୋଦି, ଅମିତ୍‌ ଓ ରାହୁଲଙ୍କ ତୁଫାନି ଗସ୍ତ
ଆଜିର ଖବର

ଓଡ଼ିଶାର ନିର୍ବାଚନୀ ମାହୋଲ୍‌ : ଯୋଗୀ, ମୋଦି, ଅମିତ୍‌ ଓ ରାହୁଲଙ୍କ ତୁଫାନି ଗସ୍ତ

April 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
political parties in odisha
political parties in odisha

ନିର୍ବାଚନର ବିଗୁଲ୍‌ ବାଜିସାରିଛି ଆଉ ଛଅ ଦିନରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଅବସରରେ ଓଡ଼ିଶାରେ ପ୍ରମୁଖ ରାଜନୈତିକ ଦଳମାନଙ୍କର ହାଇଭୋଲେଟଜ୍‌ ଡ୍ରାମା ଦେଖିବାକୁ ମିଳୁଛି। ବିଜେଡିର ଷ୍ଟାର ପ୍ରଚାରକରେ ଏଥର ସାମିଲ୍‌ ହୋଇ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଜୋରସୋର୍‌ରେ ପ୍ରଚାର ଅଭିଯାନ ଚଳାଇଛନ୍ତି। ସେହିପରି ଅନ୍ୟ ଦୁଇ ରାଜନୈତିକ ଦଳର ପ୍ରଚାର ମଧ୍ୟ ବେଶ୍‌ ଜୋର୍‌ସୋର୍‌ରେ ଚାଲିଛି। ଉପକୂଳ ଓଡ଼ିଶାକୁ ହାତେଇବାକୁ ଏବେ ଦୁଇ ପ୍ରମୁଖ ରାଜନୈତିକ ଦଳଙ୍କ ମଧ୍ୟରେ ଚାଲିଛି ଜୋର୍‌ସୋର୍‌ର ପ୍ରତିଦ୍ବନ୍ଦ୍ବିତା। ଉଭୟ ବିଜେପି ଓ କଂଗ୍ରେସର ବଡ଼ ବଡ଼ ନେତା ଓଡ଼ିଶାରେ ନିର୍ବାଚନୀ ପ୍ରଚାର ଚଲାଇଛନ୍ତି। ଦୁଇ ତାରିଖରେ ମୋଦି କଳାହାଣ୍ଡି ଗସ୍ତ କରିଥିବାବେଳେ ଆସନ୍ତା  ୬ ତାରିଖରେ ପ୍ରଧାନମନ୍ତ୍ରୀ ମୋଦି ଓ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓଡ଼ିଶା ଆସିବେ। ମୋଦି ସୁନ୍ଦରଗଡ଼ରେ ଏକ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବାବେଳେ ଯୋଗୀ ବ୍ରହ୍ମପୁରଠାରେ ଆୟୋଜିତ ହେବାକୁ ଥିବା ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେବେ। ସେହିପରି ୭ ତାରିଖରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହା ପୁରୀ ଗସ୍ତ କରିବେ। ସେହିପରି କଂଗ୍ରେସ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧି ଆସନ୍ତା ୯ ତାରିଖରେ ଓଡ଼ିଶା ଗସ୍ତ କରିବେ ବୋଲି ସୂଚନା ରହିଛି। ତେବେ ଏଥର ରାହୁଲ୍‌ ଦକ୍ଷିଣ ଓଡ଼ିଶାରେ ପ୍ରଚାର କରିବେ ବୋଲି ଜଣାପଡିଛି।

( ମୋବାଇଲ୍ ରେ ଫଟାଫଟ ଖବର ଜାଣିବା ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଡାଇନଲୋଡ ପରେ ଇଂରାଜୀ କିମ୍ବା ଓଡିଆ ଭାଷା ବାଛି ସବମିଟ୍ କରନ୍ତୁ, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି ଖବର ପରେ ଖବର ପଢି ଚାଲନ୍ତୁ। )

campaign election Odisha thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Latest News

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.