Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଃଖଦ ଘଟଣା, ଜଙ୍ଗଲ ନିଆଁରେ ପୋଡି ହୋଇ ମରିଗଲେ ବନ କର୍ମଚାରୀ
ଆଜିର ଖବର

ଦୁଃଖଦ ଘଟଣା, ଜଙ୍ଗଲ ନିଆଁରେ ପୋଡି ହୋଇ ମରିଗଲେ ବନ କର୍ମଚାରୀ

March 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୁଃଖଦ ଘଟଣା, ଜଙ୍ଗଲ ନିଆଁରେ ପୋଡି ହୋଇ ମରିଗଲେ ବନ କର୍ମଚାରୀ

ବାରିପଦା, ମୟୁରଭଂଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡ ଅନ୍ତର୍ଗତ ଠାକୁର ମୁଣ୍ଡା ଜଙ୍ଗଲରେ ଏକ ଅଭାବନିୟ ଘଟଣା ଘଟିଯାଇଛି। ସେହି ଜଙ୍ଗଲରେ ନିଆଁ ଲାଗିବା ପରେ ତାହାକୁ ଲିଭାଇଭା ପାଇଁ ଜଣେ ବନ କର୍ମଚାରୀ ଏକାକୀ ଚେଷ୍ଠା କରିଥିଲେ। ହେଲେ ନିଆଁ ଲିଭାଇବା ଦୂରେ ଥାଉ ତାଙ୍କ ନିଜ ପୋଷାକରେ ନିଆଁ ଲାଗିଗଲା। ଫଳରେ ସେ ସେହିଠାରେ ଛଟପଟ ହୋଇ ମରିଗଲେ। ପାଖରେ କେହି ନ ଥିବାରୁ ଏପରି ମୃତ୍ୟୁ ହୋଇଗଲା ବୋଲି ଜଣାପଡିଛି।

ମୃତ ବନ କର୍ମଚାରୀ ଜଣଙ୍କ ହେଉଛନ୍ତି 60 ବର୍ଷ ବୟସ୍କ ଯଦୁମଣି ମହନ୍ତ। ସେ ହେଉଛନ୍ତି ନିକଟସ୍ଥ ଜଡିବିଲ ଗ୍ରାମର। ତାଙ୍କୁ ଜଙ୍ଗଲରେ ଲଗାଯାଇଥିବା ଗଛକୁ ଦେଖାରଖା କରିବା ପାଇଁ ନିଯୁକ୍ତି କରାଯାଇଥିଲା। ଗତକାଲି ଦିନ 12ଟାରେ ସେ ଜଙ୍ଗଲରେ ଥିବା ବେଳେ ହଠାତ ନିଆଁ ଲାଗିଯାଇଥିଲା। ସେହି ନିଆଁକୁ ଲିଭାଇଭା ପାଇଁ ସେ ଆପ୍ରାଣ ଉଦ୍ୟମ କରିଥିଲେ। ହେଲେ ହଠାତ ତାଙ୍କ ପିନ୍ଧା ଲୁଗାରେ ନିଆଁ ଧରିଥିଲା। ତାହାକୁ ଯେତେ ଚେଷ୍ଠା କରିଥିଲେ ମଧ୍ୟ ନିଆଁ ଲିଭି ନ ଥିଲା। ବଂର ଅଧିକ ହୋଇ ତାଙ୍କ ଶରୀର ସାରା ନିଆଁ ଲାଗିଯାଇଥିଲା।

ବନ କର୍ମଚାରୀ ମୟୁରଭଂଜ
Share. Facebook Twitter LinkedIn Email WhatsApp Copy Link

Related Posts

ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କ ଦ୍ଵାରା “ଆମ ରାଷ୍ଟ୍ରପତି: ଆମ ଗୌରବ” ପୁସ୍ତକ ଲୋକାର୍ପିତ

July 29, 2026

WTC ଫାଇନାଲରୁ ବାଦ ପଡିଲା ପାକିସ୍ତାନ: ଜାଣନ୍ତୁ ଭାରତର ସ୍ଥିତି

July 29, 2026

ଭୋପାଳରେ ଜେନ-ଜେଡ୍ ଚାଷୀଙ୍କ ପ୍ରତିବାଦ!: ମୁଖ୍ୟମନ୍ତ୍ରୀଙ୍କ ଗୃହ ଅଭିମୁଖେ ପଦଯାତ୍ରା

July 29, 2026

ସମ୍ ନର୍ସିଂ କଲେଜ ପକ୍ଷରୁ ଫ୍ୟାକଲ୍ଟି ଡେଭେଲପ୍‌ମେଂଟ ପ୍ରୋଗ୍ରାମ

July 29, 2026
Latest News

ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କ ଦ୍ଵାରା “ଆମ ରାଷ୍ଟ୍ରପତି: ଆମ ଗୌରବ” ପୁସ୍ତକ ଲୋକାର୍ପିତ

July 29, 2026

WTC ଫାଇନାଲରୁ ବାଦ ପଡିଲା ପାକିସ୍ତାନ: ଜାଣନ୍ତୁ ଭାରତର ସ୍ଥିତି

July 29, 2026

ଭୋପାଳରେ ଜେନ-ଜେଡ୍ ଚାଷୀଙ୍କ ପ୍ରତିବାଦ!: ମୁଖ୍ୟମନ୍ତ୍ରୀଙ୍କ ଗୃହ ଅଭିମୁଖେ ପଦଯାତ୍ରା

July 29, 2026

ସମ୍ ନର୍ସିଂ କଲେଜ ପକ୍ଷରୁ ଫ୍ୟାକଲ୍ଟି ଡେଭେଲପ୍‌ମେଂଟ ପ୍ରୋଗ୍ରାମ

July 29, 2026

ଶିଳ୍ପ ମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ସାଉଦି ଆରବରୁ ଫେରିବେ ଓଡିଆ ଯୁବକ

July 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.