Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୀର୍ଘ ମାସ ପରେ ରାଜ୍ୟକୁ ଫେରିଲା ରାତ୍ରୀକାଳୀନ କର୍ଫ୍ୟୁ: ଏହି ଜିଲ୍ଲାରେ ଲାଗିଲା କଟକଣା
ଆଜିର ଖବର

ଦୀର୍ଘ ମାସ ପରେ ରାଜ୍ୟକୁ ଫେରିଲା ରାତ୍ରୀକାଳୀନ କର୍ଫ୍ୟୁ: ଏହି ଜିଲ୍ଲାରେ ଲାଗିଲା କଟକଣା

March 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଦୀର୍ଘ ମାସ ପରେ ରାଜ୍ୟକୁ ରାତ୍ରୀକାଳୀନ କର୍ଫ୍ୟୁ ଫେରିଛି। ମାଲକାନଗିରିରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗିବା ପାଇଁ ପ୍ରଶାସନ ନିଷ୍ପତ୍ତି ନେଇଛି। ରାତ୍ରୀକାଳୀନ କର୍ଫ୍ୟୁ ନେଇ ମାଲକାନଗିରି ଜିଲ୍ଲାପାଳ ଘୋଷଣା କରିଛନ୍ତି। ଆସନ୍ତାକାଲି ଠାରୁ ୩୧ ତାରିଖ ପର୍ଯ୍ୟନ୍ତ ରାତ୍ରୀକାଳୀନ କର୍ଫ୍ୟୁ ଜାରି ରହିବ। ପ୍ରତ୍ୟେକ ଦିନ ରାତି ୯ରୁ ସକାଳ ୬ ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ। ୩୧ ତାରିଖ ରାତି ୧୧ ଟା ୫୯ ମିନିଟ ପର୍ଯ୍ୟନ୍ତ ଏହି କର୍ଫ୍ୟୁ ଲାଗୁରହିବ।

ତେବେ ଦୋଳ ମେଳଣ ଏବଂ ହୋଲି ପର୍ବ ପାଇଁ ମଧ୍ୟ ଜିଲ୍ଲାପାଳ କଟକଣା ଲଗାଇଛନ୍ତି। ସର୍ବସାଧାରଣ ସ୍ଥାନରେ ହୋଲି ଖେଳିବାକୁ ବାରଣ କରିଛନ୍ତି। କୋଭିଡ଼ ଗାଇଡଲାଇନ ମାନି ୫୦ ଜଣରେ ଦୋଳ ମେଳଣ ହେବ। ସେହିଭଳି ସର୍ବସାଧାରଣ ସ୍ଥାନରେ ସର୍ବାଧିକ ୨୦୦ ଲୋକ ସାମାଜିକ ଦୂରତ୍ଵ ଏବଂ ମାସ୍କ ପରିଧାନ କରି ବଡ଼ଯାତ୍ରା ପାଳନ କରିପାରିବେ ବୋଲି ଜିଲ୍ଲାପାଳ କହିଛନ୍ତି।

ଦୋଳ ମେଳଣ ମାଲକାନଗିରି ରାତ୍ରୀକାଳୀନ କର୍ଫ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026

ଓମ୍ ବିର୍ଲାଙ୍କୁ ହଟାଇବା ପ୍ରସ୍ତାବ ସମ୍ପର୍କରେ କ’ଣ କରିବେ ୩୭ ଏସପି ସାଂସଦ?: ସ୍ପଷ୍ଟ କଲେ ଅଖିଳେଶ ଯାଦବ

March 9, 2026

ଭାରତ ବିଶ୍ୱକପ୍ ଜିତିବା ପରେ ପାକିସ୍ତାନରୁ ଆସିଲା ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ମହମ୍ମଦ ଆମିର

March 9, 2026

Budget Session Resumes: ସଂସଦରେ ଆରମ୍ଭ ହେବ ବଜେଟ ଅଧିବେସନର ଦ୍ବିତୀୟ ପର୍ଯ୍ୟାୟ

March 9, 2026
Latest News

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026

ଓମ୍ ବିର୍ଲାଙ୍କୁ ହଟାଇବା ପ୍ରସ୍ତାବ ସମ୍ପର୍କରେ କ’ଣ କରିବେ ୩୭ ଏସପି ସାଂସଦ?: ସ୍ପଷ୍ଟ କଲେ ଅଖିଳେଶ ଯାଦବ

March 9, 2026

ଭାରତ ବିଶ୍ୱକପ୍ ଜିତିବା ପରେ ପାକିସ୍ତାନରୁ ଆସିଲା ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ମହମ୍ମଦ ଆମିର

March 9, 2026

Budget Session Resumes: ସଂସଦରେ ଆରମ୍ଭ ହେବ ବଜେଟ ଅଧିବେସନର ଦ୍ବିତୀୟ ପର୍ଯ୍ୟାୟ

March 9, 2026

୧୦୦୦ ତମ ଅଧ୍ୟାୟରେ ପହଞ୍ଚିଲା ଜୀ ସାର୍ଥକର ସବୁଠାରୁ ସଫଳ ମେଗା ଧାରାବାହିକ ‘ତୁ ଖରା ମୁଁ ଛାଇ’ 

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.