Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳା ସାଂସଦଙ୍କୁ ଏସିଡ ଆକ୍ରମଣ ଧମକ: ଶିବସେନା ସାଂସଦଙ୍କ ଉପରେ ଆଣିଲେ ଅଭିଯୋଗ
ଆଜିର ଖବର

ମହିଳା ସାଂସଦଙ୍କୁ ଏସିଡ ଆକ୍ରମଣ ଧମକ: ଶିବସେନା ସାଂସଦଙ୍କ ଉପରେ ଆଣିଲେ ଅଭିଯୋଗ

March 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଲୋକସଭାରେ ଜଣେ ମହିଳା ସାଂସଦଙ୍କୁ ଶିବସେନା ସାଂସଦ ଧମକ ଦେଇଥିବା ଅଭିଯୋଗ ହୋଇଛି। ଅମରାବତୀର ନିର୍ଦ୍ଦଳୀୟ ସାଂସଦ ନବନୀତ ରାଣା ଶିବସେନା ସାଂସଦ ଅରବିନ୍ଦ ସାବନ୍ତଙ୍କ ଉପରେ  ଧମକ ଦେଇଥିବା ଅଭିଯୋଗ ଆଣିଛନ୍ତି।

ଅଭିଯୋଗ ଅନୁଯାୟୀ, ଲୋକସଭାରେ ମହାରାଷ୍ଟ୍ର ସରକାର ବିରୋଧରେ ନବନୀତ ମାମଲା ଉଠାଇଥିଲା। ଏହା ପରେ ଶିବସେନା ସାଂସଦ ଅରବିନ୍ଦ ସାବନ୍ତ ତାଙ୍କୁ ଫୋନ କରିଥିଲେ। ଏବଂ ଅରବିନ୍ଦ ତାଙ୍କୁ ଜେଲ ପଠାଇବା ପାଇଁ ଧମକ ଦେଇଥିଲେ। ଏନେଇ ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କୁ ଅବନୀତ ଅଭିଯୋଗ କରିଛନ୍ତି। ଏହା ସହିତ ଶିବସେନା ଲେଟର ହେଡରେ ତାଙ୍କୁ ଏସିଡ ଆକ୍ରମଣ କରିବା ଭଳି ଧମକ ମଧ୍ୟ ଦିଆଯାଉଛି ସେ ଅଭିଯୋଗ କରିଛନ୍ତି।

ସେ ଏକ ଚିଠି ମାଧ୍ୟମରେ ଉଲ୍ଲେଖ କରିଛନ୍ତି ଯେ, ଯେଉଁଭଳି ଭାବେ ଶିବସେନା ସାଂସଦ ଅରବିନ୍ଦ ସାବନ୍ତ ମୋତେ ଧମକ ଦେଉଛନ୍ତି, ଏହା ମୋ ପାଇଁ ନୁହେଁ ସମଗ୍ର ଦେଶର ମହିଳାମାନଙ୍କ ପ୍ରତି ଅପମାନ ଅଟେ। ତେଣୁ ଅରବିନ୍ଦଙ୍କ ବିରୋଧରେ ପୋଲିସ କଡା କାର୍ଯ୍ୟାନୁଷ୍ଠାନ ନେବା ଆବଶ୍ୟକ ବୋଲି ସେ କହିଛନ୍ତି।

ତେବେ ଏହି ଘଟଣାରେ ଅରବିନ୍ଦ ସାବନ୍ତ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ଯଦି କୌଣସି ମହିଳାଙ୍କୁ ଶାରୀରିକ କ୍ଷତି ପହଞ୍ଚାଇବା ଭଳି ଧମକି ହେଉଛି, ତେବେ ସେ ତାଙ୍କ ସାଥିରେ ଠିଆ ହେବେ।

ଏସିଡ ଆକ୍ରମଣ ମହିଳା ସାଂସଦ ଶିବସେନା ସାଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

“କେରଳରେ ହେବ ତ୍ରିକୋଣୀୟ ପ୍ରତିଯୋଗିତା”: ବିଜେପି ବିଷୟରେ ଭବିଷ୍ୟବାଣୀ କଲେ ସିପିଆଇ ନେତା

March 23, 2026

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026
Latest News

“କେରଳରେ ହେବ ତ୍ରିକୋଣୀୟ ପ୍ରତିଯୋଗିତା”: ବିଜେପି ବିଷୟରେ ଭବିଷ୍ୟବାଣୀ କଲେ ସିପିଆଇ ନେତା

March 23, 2026

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026

ବେଆଇନ ଏଲପିଜି ମହଜୁଦ ଏବଂ କଳାବଜାର ରୋକିବା ପାଇଁ ଚଢାଉ ଜାରି

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.