Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୪୭ ହଜାର ୨୬୨ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୪୭ ହଜାର ୨୬୨ ଆକ୍ରାନ୍ତ ଚିହ୍ନଟ

March 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୭ ହଜାର ୨୬୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୭୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୭ ଲକ୍ଷ ୩୪ ହଜାର ୫୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୦ ହଜାର ୪୪୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୨ ଲକ୍ଷ ୫ ହଜାର ୧୬୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୬୮ ହଜାର ୪୫୭ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

Konark Festival 4th Day: କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟାରେ ପରିବେଷଣ ହେଲା ମଣିପୁରୀ ଓ ଓଡିଶୀ

December 5, 2025

ଡିସେମ୍ବର ୭ରେ ‘ଓସା’ ପକ୍ଷରୁ ଭୁବନେଶ୍ୱରରେ ‘ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ-୨୦୨୫

December 5, 2025

କେଉଁଦିନ କାର କିଣିଲେ ସବୁଠାରୁ ଶୁଭ ଦିନ, କେଉଁ ତିଥିରେ ଯାନବାହନ କିଣିଲେ ଭଲ ହେବ…ଜାଣନ୍ତୁ

December 5, 2025

Bakula Amabasya: ଏଥର ବଉଳ ଅମବାସ୍ୟା କେବେ, କଣ ରହିଛି ଏହାର ମହତ୍ବ

December 5, 2025
Latest News

Konark Festival 4th Day: କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟାରେ ପରିବେଷଣ ହେଲା ମଣିପୁରୀ ଓ ଓଡିଶୀ

December 5, 2025

ଡିସେମ୍ବର ୭ରେ ‘ଓସା’ ପକ୍ଷରୁ ଭୁବନେଶ୍ୱରରେ ‘ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ-୨୦୨୫

December 5, 2025

କେଉଁଦିନ କାର କିଣିଲେ ସବୁଠାରୁ ଶୁଭ ଦିନ, କେଉଁ ତିଥିରେ ଯାନବାହନ କିଣିଲେ ଭଲ ହେବ…ଜାଣନ୍ତୁ

December 5, 2025

Bakula Amabasya: ଏଥର ବଉଳ ଅମବାସ୍ୟା କେବେ, କଣ ରହିଛି ଏହାର ମହତ୍ବ

December 5, 2025

Rashifal: ଆଜି ଡିସେମ୍ବର 5 ତାରିଖ ଶୁକ୍ରବାରରେ ଏହି ତିନୋଟ ରାଶିର ଭାଗ୍ୟ ଚମକିବ

December 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.