Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନ୍ୟାୟଧୀଶ ଏନଭି ରମଣା ହେବେ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି
ଆଜିର ଖବର

ନ୍ୟାୟଧୀଶ ଏନଭି ରମଣା ହେବେ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି

March 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନ୍ୟାୟଧୀଶ ଏନଭି ରମଣା ଉଚ୍ଚତମ ନ୍ୟାୟଳୟର ପ୍ରଧାନ ବିଚାରପତି ହେବେ। ବର୍ତ୍ତମାନର ପ୍ରଧାନ ବିଚାରପତି ଏସ ଅରବିନ୍ଦ ବୋବଡେ କେନ୍ଦ୍ର ଆଇନ ମନ୍ତ୍ରାଳୟଙ୍କୁ ନ୍ୟାୟଧୀଶ ରମଣାଙ୍କ ନାମ ସୁପାରିସ୍ ପାଇଁ ପଠାଇଛନ୍ତି। ବୋବଡେଙ୍କ ପରେ ଏନଭି ରମଣା ଉଚ୍ଚତମ ନ୍ୟାୟାଳୟର ସବୁଠୁ ବରିଷ୍ଠ ବିଚାରପତି।

ଉଚ୍ଚତମ ନ୍ୟାୟଳୟର ପ୍ରଧାନ ବିଚାରପତି ଭାବେ ନ୍ୟାୟଧୀଶ ରମଣା ୨୦୨୨ ଅଗଷ୍ଟ ୨୬ ପର୍ଯ୍ୟନ୍ତ କାର୍ଯ୍ୟ କରିବେ। ସେ ଆନ୍ଧ୍ର ପ୍ରଦେଶର ଏକ କୃଷକ ପରିବାରରେ ୧୯୫୭ ଅଗଷ୍ଟ ୨୭ରେ ବିଚାରପତି ଜନ୍ମ ଗ୍ରହଣ କରିଥିଲେ। ଏନଭି ରମଣା ୨୦୦୦ ମସିହା ଜୁନ୍‌ ମାସରେ ଆନ୍ଧ୍ରପ୍ରଦେଶ ଉଚ୍ଚ ନ୍ୟାୟଳୟରେ ଜଣେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ସେ ୨୦୧୪ ଫେବୃୟାରୀରେ ଉଚ୍ଚତମ ନ୍ୟାୟଳୟକୁ ଯିବା ପୂର୍ବରୁ ଦିଲ୍ଲୀ ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ପଦବୀରେ ରହିଥିଲେ।

ଉଲ୍ଲେଖ ଯୋଗ୍ୟ ଯେ, ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତିଙ୍କ ନିଯୁକ୍ତି ପାଇଁ ପରମ୍ପରା ଅନୁସାରେ ପ୍ରଧାନ ବିଚାରପତି ଏସ ଏ ବୋବଡେଙ୍କୁ କେନ୍ଦ୍ର ସରକାର ଚିଠି ଲେଖିଥିଲେ। କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ ଉଚ୍ଚତମ ନ୍ୟାୟଳୟର ପ୍ରଧାନ ବିଚାରପତି ଏସ ଏ ବୋବଡେଙ୍କୁ ଚିଠି ଲେଖି ତାଙ୍କ ପରେ କିଏ ୪୮ ତମ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହେବେ ବୋଲି ପଚାରିଥିଲେ। ହେଲେ ଆଜି ନ୍ୟାୟଧୀଶ ଏନଭି ରମଣାଙ୍କ ନାମକୁ ପ୍ରଧାନ ବିଚାରପତି ସୁପାରିସ୍ କରିଛନ୍ତି। ନ୍ୟାୟାଧୀଶ ଏସ ଏ ବୋବଡେ ଆସନ୍ତା ଏପ୍ରିଲ ୨୩ ତାରିଖରେ ଅବସର ଗ୍ରହଣ କରୁଛନ୍ତି।

ଉଚ୍ଚତମ ନ୍ୟାୟଳୟ ପ୍ରଧାନ ବିଚାରପତି
Share. Facebook Twitter LinkedIn Email WhatsApp Copy Link

Related Posts

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026
Latest News

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.