Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ଵରର ଆଉ ଦୁଇଟି ବିଦ୍ୟାଳୟରେ ପହଞ୍ଚିଲା କରୋନା ଭୂତାଣୁ
ଆଜିର ଖବର

ଭୁବନେଶ୍ଵରର ଆଉ ଦୁଇଟି ବିଦ୍ୟାଳୟରେ ପହଞ୍ଚିଲା କରୋନା ଭୂତାଣୁ

March 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ଵରର କେନ୍ଦ୍ରୀୟ ବିଦ୍ୟାଳୟରେ ଜଣେ ଛାତ୍ର ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ସହିତ ଏକ ଘରୋଇ ସ୍କୁଲରୁ ତିନିଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କେନ୍ଦ୍ରୀୟ ବିଦ୍ୟାଳୟରେ ଏବେ ପ୍ରି-ବୋର୍ଡ ପରୀକ୍ଷା ଚାଲିଛି। ଶ୍ରେଣୀଗୃହରେ ଉପସ୍ଥିତ ସମସ୍ତ ଛାତ୍ର ଏବଂ ସେମାନଙ୍କ ପିତାମାତାଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ କ୍ବାରେଣ୍ଟାଇନରେ ରହିବାକୁ କହିଛନ୍ତି। ସମସ୍ତଙ୍କର କରୋନା ପରୀକ୍ଷା କରାଯିବ ବୋଲି ଜଣାପଡିଛି।

ସେପଟେ ଘରୋଇ ବିଦ୍ୟାଳୟର ଆକ୍ରାନ୍ତ ହୋଇଥିବା ତିନିଜଣ ଛାତ୍ର ହଷ୍ଟେଲ ରହୁଥିଲେ। ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ (ବିଏମସି) ର ଏକ ଟିମ୍ ବିଦ୍ୟାଳୟ ପରିଦର୍ଶନ କରି ପରିସ୍ଥିତିର ଅନୁଧ୍ୟାନ କରିଥିଲେ। ନିର୍ଦ୍ଦିଷ୍ଟ ହଷ୍ଟେଲର ସମସ୍ତ ଅନ୍ତେବାସୀଙ୍କ କରୋନା ଟେଷ୍ଟ କରାଯିବ।

କରୋନା ଭୂତାଣୁ ଭୁବନେଶ୍ଵର
Share. Facebook Twitter LinkedIn Email WhatsApp Copy Link

Related Posts

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026
Latest News

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.