Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଟୀକା ନେବେ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତି: ଏପ୍ରିଲ ୧ ରୁ ଆରମ୍ଭ ହେବ ପଞ୍ଜୀକରଣ
ଆଜିର ଖବର

କରୋନା ଟୀକା ନେବେ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତି: ଏପ୍ରିଲ ୧ ରୁ ଆରମ୍ଭ ହେବ ପଞ୍ଜୀକରଣ

March 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତି କରୋନା ଟୀକା ନେବେ। ସେଥିପାଇଁ ନିଜ ନାମକୁ କୋ-ୱିନ୍ ପୋର୍ଟାଲରେ ପଞ୍ଜୀକରଣ କରିବାକୁ ପଡିବ। ଆସନ୍ତା ୧ ତାରିଖ ଠାରୁ ଟୀକା ନେବା ପାଇଁ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତି ପଞ୍ଜୀକରଣ କରିପାରିବେ। ଜାନୁୟାରୀ ୧ ତାରିଖ ୧୯୭୭ ପୂର୍ବରୁ ଜନ୍ମ ହୋଇଥିବା ବ୍ୟକ୍ତି ପଞ୍ଜୀକରଣ କରିବା ପାଇଁ ସୂଚନା ଦିଆଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏନେଇ ଟ୍ବିଟ ମାଧ୍ୟମରେ ସୂଚନା ଦେଇଛି।

କରୋନା ଟୀକା କୋ-ୱିନ୍ ପୋର୍ଟାଲ ପଞ୍ଜୀକରଣ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026

ଗ୍ରାହମ ଷ୍ଟେନ୍ସ ମାମଲା: ଦାରା ସିଂଙ୍କ ଆଗୁଆ ମୁକ୍ତି ଆବେଦନ ଖାରଜ

September 15, 2026

ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ବନ୍ଦ ପାଇଁ ପୁରୀ ବେଳାଭୂମିରେ ସଚେତନତା ଅଭିଯାନ

September 15, 2026
Latest News

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026

ଗ୍ରାହମ ଷ୍ଟେନ୍ସ ମାମଲା: ଦାରା ସିଂଙ୍କ ଆଗୁଆ ମୁକ୍ତି ଆବେଦନ ଖାରଜ

September 15, 2026

ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ବନ୍ଦ ପାଇଁ ପୁରୀ ବେଳାଭୂମିରେ ସଚେତନତା ଅଭିଯାନ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.