Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୬୨ ହଜାର ୨୫୮ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୬୨ ହଜାର ୨୫୮ ଆକ୍ରାନ୍ତ ଚିହ୍ନଟ

March 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୨୫୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୯୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୯ ଲକ୍ଷ ୮ ହଜାର ୯୧୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୧ ହଜାର ୨୪୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୨ ଲକ୍ଷ ୯୫ ହଜାର ୨୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୫୨ ହଜାର ୬୪୭ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ବିଜୟଙ୍କ ପାଇଁ AIADMK ରେ ଫାଟ!: TVK ସମର୍ଥନରେ ପ୍ରାୟ ୩୦ ବିଧାୟକ

May 6, 2026

ଆଇପିଏଲ ୨୦୨୬: ଅରେଞ୍ଜ କ୍ୟାପ୍ ଦୌଡ଼ର ଶୀର୍ଷ- ୫ରେ ଚାରି ଭାରତୀୟ ଖେଳାଳି

May 6, 2026

ଟ୍ରମ୍ପ୍ ନେଲେ ବଡ ନିଷ୍ପତ୍ତି : ପ୍ରୋଜେକ୍ଟ ଫ୍ରିଡମ୍’କୁ ଅସ୍ଥାୟୀ ଭାବରେ ସ୍ଥଗିତ

May 6, 2026

ପଞ୍ଜାବର ଦୁଇଟି ସ୍ଥାନରେ ବିସ୍ଫୋରଣ

May 6, 2026
Latest News

ତାମିଲନାଡୁରେ ବିଜୟଙ୍କ ପାଇଁ AIADMK ରେ ଫାଟ!: TVK ସମର୍ଥନରେ ପ୍ରାୟ ୩୦ ବିଧାୟକ

May 6, 2026

ଆଇପିଏଲ ୨୦୨୬: ଅରେଞ୍ଜ କ୍ୟାପ୍ ଦୌଡ଼ର ଶୀର୍ଷ- ୫ରେ ଚାରି ଭାରତୀୟ ଖେଳାଳି

May 6, 2026

ଟ୍ରମ୍ପ୍ ନେଲେ ବଡ ନିଷ୍ପତ୍ତି : ପ୍ରୋଜେକ୍ଟ ଫ୍ରିଡମ୍’କୁ ଅସ୍ଥାୟୀ ଭାବରେ ସ୍ଥଗିତ

May 6, 2026

ପଞ୍ଜାବର ଦୁଇଟି ସ୍ଥାନରେ ବିସ୍ଫୋରଣ

May 6, 2026

ହଟିବ ଏନଏଚ ପାର୍ଶ୍ଵରେ ଥିବା ବେଆଇନ ଢାବା ଓ ଦୋକାନ

May 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.