କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୬୨ ହଜାର ୭୧୪ ଆକ୍ରାନ୍ତ ଚିହ୍ନଟ

Published: Mar 28, 2021, 10:18 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୭୧୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୯ ଲକ୍ଷ ୭୧ ହଜାର ୬୨୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୧ ହଜାର ୫୫୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୩ ଲକ୍ଷ ୨୩ ହଜାର ୭୬୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୮୬ ହଜାର ୩୧୦ ଆକ୍ଟିଭ୍‌ କେସ୍ ରହିଛି।

Related posts