Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Pipili ByeElection ପାଇଁ ବିଜେଡି ଟିକେଟ ଗ୍ରହଣ କଲେ ରୁଦ୍ର ପ୍ରସାଦ ମହାରଥୀ
ଆଜିର ଖବର

Pipili ByeElection ପାଇଁ ବିଜେଡି ଟିକେଟ ଗ୍ରହଣ କଲେ ରୁଦ୍ର ପ୍ରସାଦ ମହାରଥୀ

March 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Pipili ByeElection ପାଇଁ ବିଜେଡି ଟିକେଟ ଗ୍ରହଣ କଲେ ରୁଦ୍ର ପ୍ରସାଦ ମହାରଥୀ

ଭୁବନେଶ୍ବର, ଆଜି ନବୀନ ନିବାସରେ ବିଜେଡି ଟିକେଟ ଗ୍ରହଣ କରିଛନ୍ତି ପ୍ରାର୍ଥୀ ରୁଦ୍ରପ୍ରସାଦ ମହାରଥୀ। ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁତ୍ର ରୁଦ୍ରଙ୍କୁ ବିଜେଡି ଟିକେଟ ଦେବ ବୋଲି ଘୋଷଣା କରିଥିଲା। ସେହି ଅନୁସାରେ ସେ ଆଜି ନବୀନ ନିବାସ ଆସି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କଠାରୁ ଟିକେଟ ଗ୍ରହଣ କରିଛନ୍ତି।

ଆସନ୍ତା 30 ତାରିଖ ମଙ୍ଗଳବାରରେ ରୁଦ୍ର ପ୍ରାର୍ଥୀ ପତ୍ର ଦାଖଲ କରିବେ। ସେହିଦିନ ଦେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଏପ୍ରିଲ 17 ତାରିଖରେ ପିପିଲି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ବର୍ତ୍ତମାନ ଏହି ଉପ ନିର୍ବାଚନ ପାଇଁ ବିଜେପି ଏବଂ ବିଜେଡି ତାହାର ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତି ନେଇପାରି ନାହିଁ।

Pipili ByeElection ପିପିଲି ଉପ-ନିର୍ବାଚନ ରୁଦ୍ର ପ୍ରସାଦ ମହାରଥୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026

ପଶ୍ଚିମ ଏସିଆର ପରିସ୍ଥିତି ନେଇ ପ୍ରମୁଖ କ୍ଷେତ୍ରଗୁଡ଼ିକ ଉପରେ ଅପଡେଟ୍

April 5, 2026

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026
Latest News

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026

ପଶ୍ଚିମ ଏସିଆର ପରିସ୍ଥିତି ନେଇ ପ୍ରମୁଖ କ୍ଷେତ୍ରଗୁଡ଼ିକ ଉପରେ ଅପଡେଟ୍

April 5, 2026

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.