Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଥମ ପର୍ଯ୍ୟାୟ ମତଦାନ ପରେ ଅମିତ ଶାହଙ୍କ ଦୃଢୋକ୍ତି: ମମତା ବାନାର୍ଜୀ କହିଲେ ଏହା ଅବିଶ୍ଵସନୀୟ
ଆଜିର ଖବର

ପ୍ରଥମ ପର୍ଯ୍ୟାୟ ମତଦାନ ପରେ ଅମିତ ଶାହଙ୍କ ଦୃଢୋକ୍ତି: ମମତା ବାନାର୍ଜୀ କହିଲେ ଏହା ଅବିଶ୍ଵସନୀୟ

March 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କଲିକତା: ଗତକାଲି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟର ୩୦ ଆସନ ପାଇଁ ମତଦାନ ହୋଇଛି। ଏହି ୩୦ ଟି ଆସନରୁ ବିଜେପି ୨୬ ଟି ଆସନରେ ଜିତିବ ବୋଲି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଦାବି କରିଛନ୍ତି। ଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀରେ ଅମିତ ଶାହ ଏଭଳି ଦୃଢୋକ୍ତି ରଖିଛନ୍ତି।

ତେବେ ଶାହଙ୍କ ଏଭଳି ଦାବିକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଟାକ୍ଷ କରିଛନ୍ତି। ସେ ଏହାକୁ ଅବିଶ୍ଵସନୀୟ ବୋଲି କହିଛନ୍ତି। ଅମିତ ଶାହଙ୍କ ନାଁ ନନେଇ ମମତା କହିଛନ୍ତି ଯେ, ନିର୍ବାଚନର ଶେଷ ହେବା ପରେ ହଠାତ କିପରି ଏଭଳି ଦାବି କରାଯାଇପାରିବ। ଯାହାକି ଏବେ ଆହୁରି ୭ ଟି ପର୍ଯ୍ୟାୟ ମତଦାନ ହେବା ବାକି ରହିଛି। ଏଭଳି ଦାବି ଉପରେ ବିଶ୍ଵାସ କରିବା ଅନୁଚିତ୍। ମତଗଣନା ପରେ ସଠିକ ଜନାଦେଶ ଜଣାପଡିବ ବୋଲି ମମତା କହିଛନ୍ତି।

ଅମିତ ଶାହ ମମତା ବାନାର୍ଜୀ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁପି ନିର୍ବାଚନରେ ସମସ୍ୟା ବଢ଼ାଇବେ କି ପୂର୍ବତନ ବିଜେପି ନେତା?: ​​୫୦ଟି ଆସନରେ ଦେବେ ପ୍ରାର୍ଥୀ

September 16, 2026

ମଣିପୁରରେ ପୁଣି ଉତ୍ତେଜନା: ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ମହିଳା ମୃତ

September 16, 2026

ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକା ଛାତ୍ରୀଙ୍କ ସଲିଳ ସମାଧି

September 16, 2026

ସାମସନ ଆଉଟ୍, ବୈଭବଙ୍କୁ ସୁଯୋଗ?: ତୃତୀୟ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!

September 16, 2026
Latest News

ୟୁପି ନିର୍ବାଚନରେ ସମସ୍ୟା ବଢ଼ାଇବେ କି ପୂର୍ବତନ ବିଜେପି ନେତା?: ​​୫୦ଟି ଆସନରେ ଦେବେ ପ୍ରାର୍ଥୀ

September 16, 2026

ମଣିପୁରରେ ପୁଣି ଉତ୍ତେଜନା: ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ମହିଳା ମୃତ

September 16, 2026

ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକା ଛାତ୍ରୀଙ୍କ ସଲିଳ ସମାଧି

September 16, 2026

ସାମସନ ଆଉଟ୍, ବୈଭବଙ୍କୁ ସୁଯୋଗ?: ତୃତୀୟ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!

September 16, 2026

ଭାରତକୁ UNSCରେ ସ୍ଥାୟୀ ସ୍ଥାନ କାହିଁକି ମିଳିବା ଉଚିତ?: ଜାଣନ୍ତୁ ୫ ଟି ବଡ଼ କାରଣ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.