Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସଓପି ମାନି ସରକାରୀ ବିଦ୍ୟାଳୟରେ ପାଠ ପଢା ଜାରି ରହିବ: ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ
ଆଜିର ଖବର

ଏସଓପି ମାନି ସରକାରୀ ବିଦ୍ୟାଳୟରେ ପାଠ ପଢା ଜାରି ରହିବ: ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

March 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଦ୍ରୁତ ଗତିରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନରେ ମଧ୍ୟ କରୋନାରେ ସଂକ୍ରମଣ ହୋଇ ଛାତ୍ରଛାତ୍ରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଯାହାଫଳରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନ ଉପରେ କଟକଣା ପ୍ରଶାସନ ପକ୍ଷରୁ କଟକଣା ଲାଗିଛି।

ହେଲେ ସରକାରୀ ବିଦ୍ୟାଳୟରେ ସ୍ଥିତି ଭଲ ଅଛି। ତେଣୁ ସରକାରୀ ସ୍କୁଲରେ ପାଠ ପଢା ବନ୍ଦ ହେବ ନାହିଁ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରକାଶ କରିଛନ୍ତି। ଏସଓପି ମାନି ସରକାରୀ ବିଦ୍ୟାଳୟରେ ନବମ ଏବଂ ଏକାଦଶ ଶ୍ରେଣୀ ପାଠ ପଢା ଚାଲିବ ବୋଲି ଶ୍ରୀ ଦାଶ କହିଛନ୍ତି।

ଏସଓପି ଗଣଶିକ୍ଷା ମନ୍ତ୍ରୀ ପାଠ ପଢା ସମୀର ଦାଶ ସରକାରୀ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଫାଲଟାର “ପୁଷ୍ପା” ଜାହାଙ୍ଗୀର ଖାନଙ୍କ ପତ୍ନୀ ଗିରଫ: ଜାଣନ୍ତୁ କାରଣ

June 20, 2026

ଆଫଗାନିସ୍ତାନ ବିପକ୍ଷରେ ଟିମ୍ ଇଣ୍ଡିଆର କ୍ଲିନ୍ ସୁଇପ୍ ଲକ୍ଷ୍ୟ: ଜାଣନ୍ତୁ ପିଚ୍ ରିପୋର୍ଟ

June 20, 2026

ଜନ୍ମମାଟି ପାହାଡପୁରରେ ପହଞ୍ଚିଲେ ରାଷ୍ଟ୍ରପତି, କିଛି ସମୟ ପରେ ଆସିବେ ପ୍ରଧାନମନ୍ତ୍ରୀ

June 20, 2026

ପୁରୀରେ ବାଲି ମାଫିଆଙ୍କ ବିରୋଧରେ ବଡ଼ ଚଢ଼ଉ : ୧୮ ହାଇୱା, ୨ ଜେସିବି ଜବତ, ୧୦ ଜଣ ଅଟକ

June 20, 2026
Latest News

ଫାଲଟାର “ପୁଷ୍ପା” ଜାହାଙ୍ଗୀର ଖାନଙ୍କ ପତ୍ନୀ ଗିରଫ: ଜାଣନ୍ତୁ କାରଣ

June 20, 2026

ଆଫଗାନିସ୍ତାନ ବିପକ୍ଷରେ ଟିମ୍ ଇଣ୍ଡିଆର କ୍ଲିନ୍ ସୁଇପ୍ ଲକ୍ଷ୍ୟ: ଜାଣନ୍ତୁ ପିଚ୍ ରିପୋର୍ଟ

June 20, 2026

ଜନ୍ମମାଟି ପାହାଡପୁରରେ ପହଞ୍ଚିଲେ ରାଷ୍ଟ୍ରପତି, କିଛି ସମୟ ପରେ ଆସିବେ ପ୍ରଧାନମନ୍ତ୍ରୀ

June 20, 2026

ପୁରୀରେ ବାଲି ମାଫିଆଙ୍କ ବିରୋଧରେ ବଡ଼ ଚଢ଼ଉ : ୧୮ ହାଇୱା, ୨ ଜେସିବି ଜବତ, ୧୦ ଜଣ ଅଟକ

June 20, 2026

ଗାଁରେ ପହଞ୍ଚିବେ ସରକାର, ପ୍ରତି ପଞ୍ଚାୟତରେ ଜନକଲ୍ୟାଣ ଶିବିର

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.