Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ଯୋଗଦେଲେ ରବି ମଲ୍ଲିକ
ଆଜିର ଖବର

ବିଜେପିରେ ଯୋଗଦେଲେ ରବି ମଲ୍ଲିକ

April 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ravi mallick joins bjp
ravi mallick joins bjp

ବିଜେଡିର ପୂର୍ବତନ ବିଧାୟକ ରବି ମଲ୍ଲିକ ବିଜେପିରେ ଯୋଗଦେଇଛନ୍ତି। ଆଜି  ବିଜେଡିରୁ ଇସ୍ତଫା ପ୍ରଦାନ କରିଥିଲେ। ବିଜେଡି ସଦସ୍ୟ ପଦରୁ ଇସ୍ତଫା ଦେବା ସଙ୍ଗେ ସଙ୍ଗେ ଯୋଜନା ବୋର୍ଡ ସଦସ୍ୟ ପଦରୁ ମଧ୍ୟ ନିଜର ଇସ୍ତଫା ପ୍ରଦାନ କରିଥିଲେ। ଦଳରେ ତାଙ୍କୁ ଅଣଦେଖା କରାଯାଇଥିବା ତଥା ଅବିଚାର କରାଯାଇଥିବା ନେଇ ସେ ବିଜେଡ଼ିରୁ ଇସ୍ତଫା ଦେଇଥିଲେ ବୋଲି ଉଲ୍ଲେଖ କରିଛନ୍ତି। ବିଜେଡି ପକ୍ଷରୁ ସୁରେନ୍ଦ୍ର ସେଠୀଙ୍କୁ କାକଟପୁର ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ କରିବା ପରେ ଅସନ୍ତୋଷ ଜାହିର କରି ଇସ୍ତଫା ପ୍ରଦାନ କରିଛନ୍ତି ଶ୍ରୀ ମଲ୍ଲିକ। ଆଜି ବିଜେପି କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ ବିଜେପିରେ ଯୋଗଦେଇଛନ୍ତି। ତେବେ ଶ୍ରୀମଲ୍ଲିକ କାକଟପୁର ନିର୍ବାଚନ ମଣ୍ଡଳୀରୁ ବିଜେପିର ବିଧାୟକ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା ଚାଲିଛି।

( ମୋବାଇଲ୍ ରେ ଫଟାଫଟ ଖବର ଜାଣିବା ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଡାଇନଲୋଡ ପରେ ଇଂରାଜୀ କିମ୍ବା ଓଡିଆ ଭାଷା ବାଛି ସବମିଟ୍ କରନ୍ତୁ, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି ଖବର ପରେ ଖବର ପଢି ଚାଲନ୍ତୁ। )

BJP joins ravimallick thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଉ ଏକ ‘ବିଶ୍ୱ ରେକର୍ଡ’ ସ୍ଥାପନ କଲେ ଜୋ ରୁଟ୍: ଟେଷ୍ଟ କ୍ରିକେଟରେ ରଚିଲେ ଇତିହାସ

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026

ସୁନା ଓ ରୂପା ହେଲା ମହଙ୍ଗା: ଜାଣନ୍ତୁ ଆଜିର ମୂଲ୍ୟ

September 11, 2026
Latest News

ଆଉ ଏକ ‘ବିଶ୍ୱ ରେକର୍ଡ’ ସ୍ଥାପନ କଲେ ଜୋ ରୁଟ୍: ଟେଷ୍ଟ କ୍ରିକେଟରେ ରଚିଲେ ଇତିହାସ

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.