Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୃହରେ ଉଠିଲା ଟ୍ଵିନ୍ ସିଟିରେ ମେଟ୍ରୋ ରେଳ ପ୍ରକଳ୍ପ ପ୍ରସଙ୍ଗ: ଉତ୍ତର ରଖିଲେ ମନ୍ତ୍ରୀ ପ୍ରତାପ ଜେନା
ଆଜିର ଖବର

ଗୃହରେ ଉଠିଲା ଟ୍ଵିନ୍ ସିଟିରେ ମେଟ୍ରୋ ରେଳ ପ୍ରକଳ୍ପ ପ୍ରସଙ୍ଗ: ଉତ୍ତର ରଖିଲେ ମନ୍ତ୍ରୀ ପ୍ରତାପ ଜେନା

March 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର:ଆଜି ବିଧାନସଭାରେ ଟ୍ଵିନ୍ ସିଟିରେ ମେଟ୍ରୋ ରେଳ ପ୍ରକଳ୍ପ ପ୍ରସଙ୍ଗ ଉପରେ ଚର୍ଚ୍ଚା ହୋଇଥିଲା। ମେଟ୍ରୋ ରେଳ ପ୍ରକଳ୍ପକୁ ନେଇ ଗୃହରେ କଂଗ୍ରେସ ବିଧାୟକ ସୁର ରାଉତରାୟ ପ୍ରଶ୍ନ ରଖିଥିଲେ। ଏହି ପ୍ରସଙ୍ଗରେ ମନ୍ତ୍ରୀ ପ୍ରତାପ ଜେନା ଉତ୍ତର ମଧ୍ୟ ରଖିଥିଲେ। ମନ୍ତ୍ରୀ କହିଛନ୍ତି ଯେ, ଭୁବନେଶ୍ବର-କଟକରେ ମେଟ୍ରୋ ଟ୍ରେନ୍ ଚଳାଚଳ ନେଇ ପ୍ରସ୍ତାବ ନାହିଁ। ଏଥିପାଇଁ କୌଣସି କମ୍ପାନୀକୁ ଅର୍ଥ ଦିଆଯାଇ ନାହିଁ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ସର୍ଭେ ହୋଇଥିଲା। ଟେଣ୍ଡର ହୋଇଥିଲା। ଏଥିରେ ୫ଟି କମ୍ପାନୀ ଭାଗ ନେଇଥିଲେ। ଏଥିରେ ଵାଲାଜି କମ୍ପାନୀକୁ ସର୍ଭେ ପାଇଁ ଟେଣ୍ଡର ଦିଆଯାଇଥିଲା।

ଜନସଂଖ୍ୟା ଆଧାରରେ ଫିଜିବିଲିଟି ନଥିବାରୁ ମେଟ୍ରୋ ଟ୍ରେନ୍ ଚଳାଚଳ ହେବ ନାହିଁ। ମେଟ୍ରୋ ଟ୍ରେନ୍ ଚଳାଚଳ ୨୦୪୧ ଯାଏଁ ହୋଇପାରିବ ନାହିଁ ବୋଲି ସର୍ଭେରୁ ଜଣାପଡିଛି। କମ୍ପାନୀକୁ ଏହି ସର୍ଭେ ପାଇଁ କେନ୍ଦ୍ର ସରକାର ୧୨ଲକ୍ଷ ୬୧ ହଜାର ଦେଇଥିବା ବେଳେ ରାଜ୍ୟ ସରକାର ୫୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି।

କଂଗ୍ରେସ ବିଧାୟକ ପ୍ରତାପ ଜେନା ବିଧାନସଭା ମେଟ୍ରୋ ରେଳ ପ୍ରକଳ୍ପ ସୁର ରାଉତରାୟ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଓଡ଼ିଶାର ୧୩ ଗୁଣ ବଢ଼ିଛି ରେଳ ବଜେଟ୍‌ ଆବଣ୍ଟନ

July 22, 2026
Latest News

ସମସ୍ତ ସଂସ୍କାରର ମୂଳରେ ନାଗରିକ କଲ୍ୟାଣ ରହିବା ଆବଶ୍ୟକ: ସଚିବମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀ

July 23, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026

ଛାତ୍ରଛାତ୍ରୀମାନଙ୍କ ପ୍ରତିବାଦ ପ୍ରତି ଯୁବରାଜ ସିଂହଙ୍କ ପ୍ରତିକ୍ରିୟା: ସମସ୍ତଙ୍କୁ ଜାଣିବା ଜରୁରୀ

July 23, 2026

ଇସ୍ତଫା ଦେବେ ଧର୍ମେନ୍ଦ୍ର ପ୍ରଧାନ?: ସ୍ପଷ୍ଟ କଲେ କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ

July 23, 2026

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.