Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିପିଲି ଉପ-ନିର୍ବାଚନ: ୩୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ବିଜେପି
ଆଜିର ଖବର

ପିପିଲି ଉପ-ନିର୍ବାଚନ: ୩୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ବିଜେପି

March 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପିପିଲି ଉପ-ନିର୍ବାଚନ ପାଇଁ ବିଜେପି ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ବିଜେପି ବିଧାୟକ ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ପାଇଁ ଏହି ଷ୍ଟାର ପ୍ରଚାରକମାନେ ପ୍ରଚାର କରିବେ।

ଏହି ତାଲିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ, ବିଜେପି ରାଜ୍ୟ ପ୍ରଭାରୀ ଡି ପୁରନ୍ଦେଶ୍ୱରୀ, ରାଜ୍ୟ ସଭାପତି ସମୀର ମହାନ୍ତି, ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ, ସାଂସଦ ଜୁଏଲ ଓରାମ, ସାଂସଦ ବସନ୍ତ ପଣ୍ଡା, ରାଷ୍ଟ୍ରୀୟ ପ୍ରବକ୍ତା ତଥା ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର, ବିଜୟ ପାଲ୍ ସିଂହ ତୋମାର, ବିଶେଶ୍ୱର ଟୁଡୁ, ବିରୋଧୀ ଦଳର ନେତା ପ୍ରଦୀପ୍ତ ନାଏକ, କେ ଭି ସିଂହ ଦେଓ, ବିଜେପି ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବିଜୟ ମହାପାତ୍ର, ବିଷ୍ଣୁ ଚରଣ ସେଠୀ, ଜୟନାରାୟଣ ମିଶ୍ର, ସୁରମା ପାଢୀ, ଖାରବେଳ ସ୍ୱାଇଁ, ଅଶ୍ୱିନୀ ବୈଷ୍ଣବ, ପ୍ରକାଶ ମିଶ୍ର, ମାନସ ମହାନ୍ତି, ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାର, ଶ୍ରୀତମ ଦାସ, ହରିହର ମହାପାତ୍ର, ପିଙ୍କି ପ୍ରଧାନ ଓ ଅନୁ ଚୌଧୁରୀଙ୍କୁ ବିଜେପି ନିଜର ପିପିଲି ଉପ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ଭାବେ ଘୋଷଣା କରିଛି।

ପିପିଲି ଉପ-ନିର୍ବାଚନ ବିଜେପି ଷ୍ଟାର ପ୍ରଚାରକ
Share. Facebook Twitter LinkedIn Email WhatsApp Copy Link

Related Posts

‘ହର ଘର ତିରଙ୍ଗା’ ଅଭିଯାନ: ନିଜ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ଅମିତ ଶାହ

August 14, 2026

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026
Latest News

ମୌସୁମୀ ଅଧିବେଶନ ଶେଷ ହେବା ମାତ୍ରେ ବିରୋଧୀ-ସରକାର ମୁହାଁମୁହିଁ: ରାହୁଲଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

August 14, 2026

‘ହର ଘର ତିରଙ୍ଗା’ ଅଭିଯାନ: ନିଜ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ଅମିତ ଶାହ

August 14, 2026

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.