Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୨୪ ଘଣ୍ଟାରେ ଗ୍ରୀଷ୍ମ ପ୍ରବାହ ଅଧିକ ଅନୁଭୂତ ହେବ: ୧୬ ଟି ଜିଲ୍ଲାକୁ ସତର୍କ ସୂଚନା
ଆଜିର ଖବର

ଆସନ୍ତା ୨୪ ଘଣ୍ଟାରେ ଗ୍ରୀଷ୍ମ ପ୍ରବାହ ଅଧିକ ଅନୁଭୂତ ହେବ: ୧୬ ଟି ଜିଲ୍ଲାକୁ ସତର୍କ ସୂଚନା

April 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଓଡିଶାରେ ଅସହ୍ୟ ତାତି ଯୋଗୁଁ ଲୋକେ ହନ୍ତସନ୍ତ ହେଉଛନ୍ତି। ଆସନ୍ତା ୨୪ ଘଣ୍ଟାରେ ଗ୍ରୀଷ୍ମ ପ୍ରବାହ ଅଧିକ ଅନୁଭୂତ ହେବ। ପାଣି ପାଗ ବିଭାଗ ପକ୍ଷରୁ ୧୬ ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ଅନୁଗୋଳ, ବାଲେଶ୍ବର, ବଲାଙ୍ଗୀର, ଭଦ୍ରକ, ବୌଦ୍ଧ, କଟକ, ଦେବଗଡ, ଢେଙ୍କାନାଳ, ଯାଜପୁର, କନ୍ଧମାଳ , କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ, ନୂଆପଡା, ସମ୍ବଲପୁର, ସୋନପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ।

ତେବେ ଶୁକ୍ରବାରଠାରୁ ୩ ରୁ ୪ ଡିଗ୍ରୀ ତାପମାତ୍ରା କମିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାସହିତ ୨ ତାରିଖରୁ ୫ ତାରିଖ ମଧ୍ୟରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହା ଫଳରେ ତାତିରୁ ସାମାନ୍ୟ ଆଶ୍ବସ୍ଥି ମିଳିବ ବୋଲି ଆଶଙ୍କା କରାଯାଉଛି।

ଓଡିଶା ଗ୍ରୀଷ୍ମ ପ୍ରବାହ ସତର୍କ ସୂଚନା
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Latest News

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.